ଆଜି ଚିକିତ୍ସା ପାଇଁ ମୁମ୍ବାଇ ଯେବେ ନବୀନ ପଟ୍ଟନାୟକ

ଚିକିତ୍ସା ପାଇଁ ଆଜି ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ । ସକାଳ ୧୦ଟାରେ ସର୍ଭାଇକାଲ ଆଥ୍ରାଇଟିସ୍ ଚିକିତ୍ସା ପାଇଁ ମୁମ୍ବାଇ ଯିବେ ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକ । ୨୨ତାରିଖରେ ମୁମ୍ବାଇ କୋକିଳାବେନ ଧୀରୁ ଭାଇ ଅମ୍ବାନୀ ହସପିଟାଲରେ ସର୍ଜରୀ ହେବ । ଏଥିପାଇଁ ମୁମ୍ବାଇରେ ଡାକ୍ତରଙ୍କ ସହ କୋର୍ଡିନେଟ କରୁଛନ୍ତି ପ୍ରଖ୍ୟାତ ହୃଦରୋଗ ବିଶେଷଜ୍ଞ ଡାକ୍ତର ରମାକାନ୍ତ ପଣ୍ଡା । ଚିକିତ୍ସା ପାଇଁ ମୁମ୍ବାଇ ଯାଇଥିବାରୁ ଆଶୁ ଆରୋଗ୍ୟ କାମନା କରି ବିମାନବନ୍ଦର ପର୍ଯ୍ୟନ୍ତ ବିଜେଡିର ବରିଷ୍ଠ ନେତା ଯାଇପାରନ୍ତି ।

Naveen Patnaik

ମହାପ୍ରଭୁ ଜଗନ୍ନାଥଙ୍କ କୃପା ଓ ରାଜ୍ୟବାସୀଙ୍କ ସ୍ନେହ, ସଦିଚ୍ଛା ନବୀନଙ୍କ ସହ ରହିଛି । ଖୁବ ଶୀଘ୍ର ସୁସ୍ଥ ହୋଇ ଫେରି ପୁଣି ସେ ଲୋକଙ୍କ ସେବା କରିବେ ବୋଲି କହିଛନ୍ତି ଦେବୀ ମିଶ୍ର । ନବୀନଙ୍କ ଆଶୁ ଆରୋଗ୍ୟ କାମନା କରିଛନ୍ତି ମୁଖ୍ୟମନ୍ତ୍ରୀ ମୋହନ ମାଝୀ ଓ କେନ୍ଦ୍ର ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ପୂର୍ବରୁ ନବୀନଙ୍କ ଅନୁପସ୍ଥିତିରେ ଦଳର ଦୈନନ୍ଦିନ ବ୍ୟାପାର ପିଏସି ବୁଝିବ ବୋଲି ନିର୍ଦ୍ଦେଶନାମା ଜାରି ହୋଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+