ବାଲେଶ୍ବର ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ ପଟ୍ଟନାୟକ

ବାଲେଶ୍ବର ଘଟଣାରେ ରାଜ୍ୟପାଳଙ୍କ ହସ୍ତକ୍ଷେପ ଲୋଡ଼ିଲେ ନବୀନ ପଟ୍ଟନାୟକ । ବିଶ୍ବବିଦ୍ୟାଳୟ କୁଳାଧିପତି ଭାବେ ଛାତ୍ରୀ ଜଣଙ୍କୁ ନ୍ୟାୟ ପ୍ରଦାନ କରନ୍ତୁ ଲେଖିଲେ। ପ୍ରିନ୍ସିପାଲଙ୍କଠାରୁ ଉଚ୍ଚଶିକ୍ଷା ମନ୍ତ୍ରୀ, କେନ୍ଦ୍ରମନ୍ତ୍ରୀ, ମୁଖ୍ୟମନ୍ତ୍ରୀଙ୍କୁ ଜଣାଇଥିଲେ। ବାରମ୍ବାର ଅଭିଯୋଗ ସତ୍ତ୍ୱେ କିପରି ନ୍ୟାୟ ପାଇବାରୁ ବଞ୍ଚିତ କରାଗଲା ।

ମାସ ମାସ ଧରି ସେ ଭୟ ଏବଂ ଯନ୍ତ୍ରଣାରେ ବଞ୍ଚି ରହିଥିଲେ । ନିବେଦନ କରି, ସେ ଅନେକ ଉଚ୍ଚ ପଦାଧିକାରୀଙ୍କୁ ଟ୍ୟାଗ୍ କରିଥିଲେ । ଶେଷ ପ୍ରୟାସ ବିଫଳ ହେବାରୁ ପ୍ରିନ୍ସିପାଲଙ୍କ ଚାମ୍ବର ବାହାରେ ଆତ୍ମାହୁତି ଉଦ୍ୟମ କଲେ। ଛାତ୍ରୀଙ୍କ ଶୀଘ୍ର ଆରୋଗ୍ୟ ପାଇଁ ପ୍ରଭୁ ଜଗନ୍ନାଥଙ୍କ ନିକଟରେ ପ୍ରାର୍ଥନା କରୁଛି ।

Naveen Patnaik
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+