ଚିକିତ୍ସା ପାଇଁ ମୁମ୍ବାଇ ଯିବେ ନବୀନ ପଟ୍ଟନାୟକ, ଏକ୍ସ’ରେ ନିଜେ ଦେଲେ ସୂଚନା

ଚିକିତ୍ସା ପାଇଁ ମୁମ୍ୱାଇ ଯିବେ ନବୀନ ପଟ୍ଟନାୟକ । ଜୁନ ୨୨ ତାରିଖରେ ସେ ମୁମ୍ୱାଇ ଯିବେ । କୋକିଲାବେନ୍ ଧିରୁଭାଇ ଅମ୍ୱାନୀ ଡାକ୍ତରଖାନାରେ ହେବେ ଚିକିତ୍ସିତ । ସର୍ଭିକାଲ ଆଥ୍ରାଇଟିସ୍ ସମସ୍ୟା ନେଇ ହେବେ ଚିକିତ୍ସିତ । ଡାକ୍ତର ଉମାକାନ୍ତ ପଣ୍ଡାଙ୍କ ତତ୍ତ୍ୱାବଧାନରେ ହେବ ଚିକିତ୍ସା । ଏନେଇ ନିଜେ ସୋସିଆଲମିଡିଆ ଏକ୍ସରେ ପୋଷ୍ଟ କରି ସୂଚନା ଦେଇଛନ୍ତି ।

Naveen Patnaik

ନବୀନ ପଟ୍ଟନାୟକଙ୍କୁ ବର୍ତ୍ତମାନ ୭୮ ବର୍ଷ । ଅନେକ ସମୟରେ ତାଙ୍କ ସ୍ୱାସ୍ଥ୍ୟଗତ ସମସ୍ୟାକୁ ନେଇ ଚର୍ଚ୍ଚା ହୋଇଥାଏ । ୨୦୨୪ ସାଧାରଣ ନିର୍ବାଚନରେ ବିଜେଡି ପରାଜିତ ହେବା ପରେ ନବୀନ ପଟ୍ଟନାୟକଙ୍କ ଦୀର୍ଘ ୨୪ ବର୍ଷର ସରକାର ଭାଙ୍ଗି ଯାଇଥିଲା । ଦଳ ପରାଜୟ ହେବା ପରେ ଦଳୀୟ ନେତାଙ୍କୁ ନେଇ ନବୀନ ଅନେକ ବୈଠକ କରିଥିବାର ଚିତ୍ର ସାମ୍ନାକୁ ଆସିଥିଲା । ଯାହା ସେ ସୁସ୍ଥ ଥିବା ଦର୍ଶାଇଥିଲା ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+