ଦିଲ୍ଲୀ ଗଲେ ନବୀନ ପଟ୍ଟନାୟକ
ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ଦିଲ୍ଲୀ ଗସ୍ତ । ଦିଲ୍ଲୀରେ ଅସୁସ୍ଥ ବଡ଼ ଭାଇ ପ୍ରେମ ପଟ୍ଟନାୟକଙ୍କୁ ଭେଟିବେ । ଏ ନେଇ ସୂଚନା ଦେଇଛନ୍ତି ବରିଷ୍ଠ ବିଜେଡି ନେତା ଦେବୀ ମିଶ୍ର । ବିରୋଧୀ ଦଳ ନେତା ନବୀନ ପଟ୍ଟନାୟକଙ୍କ ବଡ଼ ଭାଇ ପ୍ରେମ ପଟ୍ଟନାୟକ ଅସୁସ୍ଥ ହୋଇ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି । ତାଙ୍କୁ ଭେଟିବା ପାଇଁ ଦିଲ୍ଲୀ ଗଲେ ନବୀନ ବାବୁ । ଏହା ତାଙ୍କର ବ୍ୟକ୍ତିଗତ ଗସ୍ତ ।

ସଂସଦୀୟ ଦଳ ନେତା ଚୟନ ପ୍ରସଙ୍ଗରେ ଦେବୀ ମିଶ୍ର କହିଛନ୍ତି, ସିଏ ସୁପ୍ରିମୋ । ନିଷ୍ପତ୍ତି ତାଙ୍କର । ହେଲେ ହସ୍ପିଟାଲରେ ଭାଇଙ୍କୁ ଭେଟିବା ପ୍ରାଥମିକତା ବୋଲି କହିଛନ୍ତି । ଏୟାରପୋର୍ଟରେ ବିଜେଡି ନେତା ନବୀନ ପଟ୍ଟନାୟକ ଦିଲ୍ଲୀ ଯିବା ପୂର୍ବରୁ ଏୟାରପୋର୍ଟରେ ପହଞ୍ଚିଥିଲେ ବିଜେଡି ନେତା ପ୍ରଣବ ପ୍ରକାଶ ଦାସ, ଅଶୋକ ପଣ୍ଡା, ଅତନୁ ସବ୍ୟସାଚୀ ନାୟକ, ସୁଶାନ୍ତ ରାଉତ, ସଞ୍ଜୟ ଦାଶବର୍ମା, ସାଲୁକା ପ୍ରଧାନ, ଟୁକୁନି ସାହୁ ।
More From
-
ଘୋଷିତ ବିଦ୍ୟୁତ କାଟ୍ ନେଇ ମୁଖ୍ୟମନ୍ତ୍ରୀଙ୍କ ଚରମବାଣୀ, ଲାଇନ୍ କାଟିଲେ ଯାଇପାରନ୍ତି ଜେଲ୍ -
ଆଉ ସମ୍ଭାବନାର ରାଜ୍ୟ ନୁହେଁ , ଓଡିଶା ଏବେ ସମୃଦ୍ଧିର ସ୍ପର୍ଶ ଅନୁଭବ କରୁଛି- ମୁଖ୍ୟମନ୍ତ୍ରୀ -
ଆଜିଠୁ ମା' ତାରିଣୀଙ୍କ ଚଇତି ପର୍ବ, ସୁନାବେଶରେ ଦର୍ଶନ ଦେଉଛନ୍ତି ମାଆ -
ପେଟ୍ରୋଲ ପମ୍ପରେ ମିଳିବ ୫ କେଜି ଗ୍ୟାସ୍ ସିଲିଣ୍ଡର୍ -
କାଳବୈଶାଖୀ ତାଣ୍ଡବରୁ ମିଳିବ ଆଶ୍ୱସ୍ତି, ୧୨ରୁ ପାରଦ ଉପରମୁହାଁ -
Adani Group ମାମଲାରେ ନୂଆ ମୋଡ଼—US କୋର୍ଟ ଦେଲା ପ୍ରି-ମୋସନ୍ କନ୍ଫରେନ୍ସକୁ ଗ୍ରୀନ୍ ସିଗ୍ନାଲ -
ପଛକୁ ହଟିଲେ ଟ୍ରମ୍ପ: ୨ ସପ୍ତାହ ପାଇଁ ଯୁଦ୍ଧ ବିରାମ କରିବାକୁ ରାଜି ହେଲେ ଆମେରିକା-ଇରାନ -
ପାକିସ୍ତାନ ବିଶ୍ୱାସଯୋଗ୍ୟ ନୁହେଁ : ଯୁଦ୍ଧ ଭିତରେ ଇସ୍ରାଏଲ ଓ ଇରାନ ମୁହଁରେ ଭାରତର ପ୍ରଶଂସା ! -
IPL 2026: ଆଜି ବେଙ୍ଗାଲୁରୁକୁ ଭେଟିବ ରାଜସ୍ଥାନ, ଶୀର୍ଷ ସ୍ଥାନ ପାଇଁ ଲଢ଼େଇ -
Karan Adani ଙ୍କ ବଡ଼ ଘୋଷଣା; ଓଡ଼ିଶାରେ ₹33,000 କୋଟିର ମେଗା ନିବେଶ, ଅନେକ ନୂତନ ଶିଳ୍ପ ପ୍ରକଳ୍ପର ଶୁଭାରମ୍ଭ -
ବୟନ ଓ ପୋଷାକ ଶିଳ୍ପ ହବ୍ରେ ପରିଣତ ହେବ ଓଡ଼ିଶା : ମୁଖ୍ୟମନ୍ତ୍ରୀ -
IPL 2026 : ଯଶସ୍ୱୀ-ବୈଭବ ଝଡ଼ରେ ଧରାଶାୟୀ ମୁମ୍ବାଇ, ୨୭ ରନ୍ରେ ହରାଇଲା ରାଜସ୍ଥାନ ରୟାଲ୍ସ






Click it and Unblock the Notifications