ଏଥର ନୂଆବର୍ଷ ପାଳିବେ ନାହିଁ ନବୀନ ପଟ୍ଟନାୟକ
Odisha News: ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିଜେଡି ସୁପ୍ରିମୋ ନବୀନ ପଟ୍ଟନାୟକ ଚଳିତ ବର୍ଷ ନୂଆ ବର୍ଷ ପାଳନ କରିବେ ନାହିଁ । ଆସନ୍ତାକାଲି ତାଙ୍କୁ ଶୁଭେଚ୍ଛା ଜଣାଇବା ପାଇଁ ନବୀନ ନିବାସ ନ ଆସିବା ପାଇଁ ଶୁଭେଚ୍ଛୁ ମାନଙ୍କୁ ଅନୁରୋଧ କରାଯାଇଛି । ପୂର୍ବତନ ପ୍ରଧାନମନ୍ତ୍ରୀ ମନମୋହନ ସିଂହଙ୍କ ମୃତ୍ୟୁରେ ରାଷ୍ଟ୍ରୀୟ ଶୋକ ପାଳନ ଏବଂ ଅଦିନିଆ ବର୍ଷାରେ ଚାଷୀଙ୍କ କ୍ଷତିଗ୍ରସ୍ତ ପାଇଁ ଚାଷୀଙ୍କ ଦୁଃଖରେ ସମବେଦନା ଜଣାଇ ନବୀନ ଆସନ୍ତାକାଲି ନୂଆବର୍ଷ କାର୍ଯ୍ୟକ୍ରମରେ ସାମିଲ ହେବେ ନାହିଁ ବୋଲି ସୂଚନା ରହିଛି ।

ତେବେ ଚଳିତ ବର୍ଷ ରାଜ୍ୟର ୩ ପ୍ରମୁଖ ନେତା ନବ ବର୍ଷ ପାଳନ କରିବେ ନାହିଁ । ମୁଖ୍ୟମନ୍ତ୍ରୀ ଏବଂ ତାଙ୍କର ମନ୍ତ୍ରୀମାନେ ନବବର୍ଷ ପାଳନ କରିବେ ନାହିଁ ବୋଲି ଘୋଷଣା କରାଯାଇଥିଲା । ସେହିପରି କଂଗ୍ରେସର ଅନେକ ବରିଷ୍ଠ ନେତା ମାନେ ମଧ୍ୟ ଚଳିବ ବର୍ଷ ଇଂରାଜୀ ନବବର୍ଷ ପାଳନ କରିବେ ନାହିଁ ।
More From
-
Adani Energyର ବଡ଼ ପଦକ୍ଷେପ; ମୁମ୍ବାଇକୁ ମିଳିଲା କ୍ଲିନ୍ ଏନର୍ଜି ବୁଷ୍ଟ, 1000 MW ପାୱାର୍ ଲିଙ୍କ ଚାଲୁ -
ଆଜି ଶ୍ରୀମନ୍ଦିରରେ ଶ୍ରୀବିଗ୍ରହଙ୍କ ବନକଲାଗି ନୀତି, ୪ ଘଣ୍ଟା ପାଇଁ ବନ୍ଦ ରହିବ ଜଗା ଦର୍ଶନ -
ଆଜି ପବିତ୍ର ମହା ବିଷୁବ ସଂକ୍ରାନ୍ତି, ମହାପ୍ରଭୁଙ୍କୁ ଦର୍ଶନ କରିବେ ହଜାର ହଜାର ସଂଖ୍ୟାର ଭକ୍ତ -
ବକେୟା ବିଲ୍ ଥିଲେ ବି ବିଦ୍ୟୁତ୍ କାଟ ନୁହେଁ : ଶକ୍ତି ମନ୍ତ୍ରୀଙ୍କ ନିର୍ଦ୍ଦେଶ -
IPL 2026 : ସନ୍ଧ୍ୟାରେ ବେଙ୍ଗାଲୁରୁ-ଲକ୍ଷ୍ନୌ ଟକ୍କର -
Adani Green Energy Limited ESG ରେଟିଂରେ ନମ୍ବର 1—87.3 ସ୍କୋର ସହ ଦେଶରେ ଶୀର୍ଷରେ -
ଯୁବବର୍ଗଙ୍କ ଆର୍ଥିକ ସଚେତନତା ଓ ଦାୟିତ୍ୱବୋଧତା ସମୃଦ୍ଧ ଓଡ଼ିଶା ଗଠନର ମୂଳଦୁଆ ପକାଇବ : ମୁଖ୍ୟମନ୍ତ୍ରୀ -
ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ସମ୍ରାଟ ଚୌଧୁରୀ -
ନୀତିଶ ଯୁଗ’ର ଅନ୍ତ: ମୁଖ୍ୟମନ୍ତ୍ରୀ ପଦରୁ ଦେଲେ ଇସ୍ତଫା -
ଭାରତ ମଧ୍ୟସ୍ଥ ହେଲେ ସ୍ବାଗତ କରିବୁ: ଟ୍ରମ୍ପ -
ଓଭରଲୋଡ୍ ଗାଡ଼ି ଉପରେ କଡ଼ା ନଜର, ଦେବାକୁ ପଡ଼ିବ ୪ ଗୁଣା ଅଧିକ ଟୋଲ୍ ଟ୍ୟାକ୍ସ -
ଖୁବ୍ ଶୀଘ୍ର ସ୍ଲଟ୍ ବୁକିଂ ମାଧ୍ୟମରେ ଆରମ୍ଭ ହେବ ମହାପ୍ରଭୁଙ୍କ ଦର୍ଶନ, ଆଇନ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନଙ୍କ ସୂଚନା





Click it and Unblock the Notifications