ରାଜଧାନୀରେ ରୋଡ ସୋ କରି ଶକ୍ତି ପ୍ରଦର୍ଶନ କଲେ ନବୀନ

ପୁଣି ରାଜଧାନୀରେ ଶକ୍ତି ଦେଖାଇଲା ବିଜେଡି । ଦ୍ୱିତୀୟ ଥର ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଆଜି ରାଜଧାନୀରେ ରୋଡ ସୋ' କରିଛନ୍ତି । ହଜାର ହଜାର ସମର୍ଥକଙ୍କ ଗହଣରେ ନବୀନ ପଟ୍ଟନାୟକ ରାଜଧାନୀର ପଳାଶପଲ୍ଲୀରୁ ରୋଡ ସୋ' ଆରମ୍ଭ କରିଛନ୍ତି ।

naveen patnaik

ଭୁବନେଶ୍ୱର ଲୋକସଭା ଆସନ ପାଇଁ ବିଜେଡି ପ୍ରାର୍ଥୀ ମନ୍ମଥ ରାଉତରାୟ ଓ ସ୍ଥାନୀୟ ବିଧାୟକ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିଛନ୍ତି ନବୀନ ପଟ୍ଟନାୟକ ।

୨୦୧୯ ନିର୍ବାଚନ ଠାରୁ ୨୦୨୪ ନିର୍ବାଚନରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ବେଶ୍ ଆକ୍ସନମୋଡକୁ ଆସିଛନ୍ତି । ରାଜ୍ୟର ବିଭିନ୍ନ ଜିଲ୍ଲା ବୋଲି ଦଳୀୟ ପ୍ରାର୍ଥୀଙ୍କ ପାଇଁ ଭୋଟ ଭିକ୍ଷା କରୁଛନ୍ତି । ଜନସଭାକୁ ଉଦବୋଧନ ଦେଇ ତାଙ୍କ ସରକାରର ସଫଳ ଯୋଜନା ବାବଦରେ ଲୋକଙ୍କ ମତ ନେବା ସହ ସଭା ମଞ୍ଚରୁ ବିରୋଧୀଙ୍କୁ ଟାର୍ଗେଟ୍ କରିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+