ଏପ୍ରିଲ ୩୦ରେ ନାମାଙ୍କନ ଭରିବେ ନବୀନ

୩୦ ଏପ୍ରିଲରେ ନାମାଙ୍କନ ଭରିବେ ନବୀନ । ସେ ୩୦ ରେ ତାଙ୍କ ନାମାଙ୍କନପତ୍ର ଦାଖଲ କରିବେ ବୋଲି ଜଣାପଡିଛି। ସେହି ଦିନ ସେ ପ୍ରଥମେ ତାରା ତାରିଣୀ ମନ୍ଦିର ଯିବେ। ହିଞ୍ଜିଳି ବିଧାନସଭା ଆସନ ପାଇଁ ନାମାଙ୍କନପତ୍ର ଦାଖଲ କରିବେ। ପରେ ନାମାଙ୍କନପତ୍ର ଦାଖଲ କରି ଚିକିଟିରେ ଏକ ସମାବେଶକୁ ସମ୍ବୋଧିତ କରିବାର ଯୋଜନା ରହିଛି। ଏହାପରେ ମୁଖ୍ୟମନ୍ତ୍ରୀ ଗଞ୍ଜାମ ଜିଲାର ଏକ ମାରାଥନ୍ ଅଭିଯାନ କାର୍ୟ୍ୟକ୍ରମ କରିବେ ବୋଲି ରିପୋର୍ଟରେ ଦର୍ଶାଯାଇଛି।

naveen patnaik

ମେ ୧ରେ ମୁଖ୍ୟମନ୍ତ୍ରୀ ଖଲ୍ଲିକୋଟ, କବିସୂର୍ୟ୍ୟନଗର , ଦିଗପହଣ୍ଡି ଏବଂ ଛତ୍ରପୁରରେ ପ୍ରଚାର କରିବେ। ଭଞ୍ଜନଗର, ପୋଲସରା, ସାନଖେମୁଣ୍ଡି ଏବଂ ସୋରଡ଼ାକୁ ମଧ୍ୟ ମୁଖ୍ୟମନ୍ତ୍ରୀ ପରିଦର୍ଶନ କରିବେ ଏବଂ ମେ ୩ ରେ ରାଲି ଅନୁଷ୍ଠିତ ହେବ। ସେହିପରି ଗୋପାଳପୁର ଏବଂ ଆସ୍କାରେ ନବୀନଙ୍କର ଦୁଇଟି ସାଧାରଣ ସଭା ରହିଛି।

ଏପ୍ରିଲ ୨୪ ରେ ସକାଳ ୧୦:୩୦ ରେ ହିଞ୍ଜିଳିରେ ଏକ ସମାବେଶକୁ ମୁଖ୍ୟମନ୍ତ୍ରୀ ସମ୍ବୋଧିତ କରିବେ। ତା'ପରେ ସେ ସକାଳ ୧୧:୩୦ ରେ ଶେରଗଡରେ ଏକ ସାଧାରଣ ସଭାରେ ସମ୍ବୋଧିତ କରିବେ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+