ଟ୍ରେଣ୍ଡରେ ମୁଖ୍ୟମନ୍ତ୍ରୀ , ୭୮% ଜନତା ନବୀନଙ୍କ ସମର୍ଥନରେ

India Today Mood Of Nation Poll: ପୁଣି ନମ୍ବର ୱାନ୍ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ,ଲୋକପ୍ରିୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ,ଦେଶରେ ମୁଖ୍ୟମନ୍ତ୍ରୀ ହିସାବରେ ଲୋକପ୍ରିୟ ତାଲିକାର ଶୀର୍ଷରେ ଅଛନ୍ତି ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।#NaveenAlwa

ଭୁବନେଶ୍ୱର: ପୁଣି ନମ୍ବର ୱାନ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଆଜି ଇଣ୍ଡିଆ ଟୁଡେ ମୁଡ୍ ଅଫ ନେସନ ପୋଲ୍ ସର୍ଭରେ ଏଭଳି ତଥ୍ୟ ପ୍ରକାଶ ପାଇବା ପରେ ଟ୍ୱିଟରରେ ଟ୍ରେଣ୍ଡ୍ କରୁଛି NaveenAlwaysNo1 । ସୋସିଆଲ ମିଡିଆରେ ଏହି ଖବର ଟ୍ରେଣ୍ତ୍ କରିବା ସହ ନିଜ ପ୍ରିୟ ମୁଖ୍ୟମନ୍ତ୍ରୀଙ୍କୁ ଅନେକ ଶୁଭେଚ୍ଛା ମଧ୍ୟ ଜଣାଉଛନ୍ତି । ରାଜ୍ୟର ୭୮% ଜନତା ମୁଖ୍ୟମନ୍ତ୍ରୀଙ୍କ କାମରେ ସନ୍ତୁଷ୍ଟି ପ୍ରକାଶ କରିଛନ୍ତି ।

ODISHA CM

୬୩ ପ୍ରତିଶତ ସହ ଦ୍ୱିତୀୟ ସ୍ଥାନରେ ରହିଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହେମନ୍ତ ବିଶ୍ୱଶର୍ମା ଓ ଷ୍ଟାଲିନଙ୍କ ଉପରେ ତାମିଲନାଡୁର ୬୧ ପ୍ରତିଶତ ଜନତା ସନ୍ତୁଷ୍ଟ ଅଛନ୍ତି, ସେ ତୃତୀୟ ସ୍ଥାନରେ ଅଛନ୍ତି । ସେହିପରି ଦେଶରେ ମୁଖ୍ୟମନ୍ତ୍ରୀ ହିସାବରେ ଲୋକପ୍ରିୟ ତାଲିକାର ଶୀର୍ଷରେ ଅଛନ୍ତି ୟୁପିର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+