କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ପ୍ରତିକ୍ରିୟା, କହିଲେ ବିଜେପି...
ରାଜ୍ୟସଭା ନିର୍ବାଚନରେ କ୍ରସ୍ ଭୋଟିଂକୁ ନେଇ ନବୀନଙ୍କ ବଡ଼ ପ୍ରତିକ୍ରିୟା । ବିଜେଡି ବିଧାୟକ ଦଳର ସମର୍ଥନ ପ୍ରାର୍ଥୀଙ୍କୁ ଭୋଟ ନ ଦେବା ନେଇ କହିଲେ, ଯେଉଁମାନେ କ୍ରସ୍ ଭୋଟିଂ କରିଛନ୍ତି, ସେମାନଙ୍କର କ୍ରିମିନାଲ ରେକର୍ଡ ରହିଛି । ସେମାନଙ୍କର ବାପାମାନେ ଜେଲ୍ରେ ରହିଛନ୍ତି । ବିଜେପି ଘୋଡ଼ା ବେପାର କରୁଛି ବୋଲି ପୂର୍ବରୁ କହିଆସୁଥିଲି ।













Click it and Unblock the Notifications