୧୨ ଘଣ୍ଟିଆ ନୟାଗଡ ସହର ବଜାର ବନ୍ଦ, ମେଡିକାଲ କଲେଜ ସ୍ଥାପନ ଦାବି
ନୟାଗଡ ସଦର ମହକୁମାରେ ମେଡିକାଲ କଲେଜ ପ୍ରତିଷ୍ଠା ଦାବିରେ ଆଜି ନୟାଗଡ ବନ୍ଦ ଡାକରା ଦିଆଯାଇଛି । ଜୟ ନୟାଗଡ ଫାଉଣ୍ଡେସନ ତରଫରୁ ଦିଆଯାଇଥିବା ଡାକରାରେ କେବଳ ଦୋକାନବଜାର ବନ୍ଦ କରିବାକୁ ନିଷ୍ପତ୍ତି ନିଆଯାଇଛି । ଛାତ୍ରଛାତ୍ରୀଙ୍କ ପରୀକ୍ଷା ଦୃଷ୍ଟିରୁ ଗାଡି ଚଳାଚଳ ଚାଲୁ ରହିବ ।

ନୟାଗଡ ସଦରମହକୁମାରେ ମେଡିକାଲ କଲେଜ ସ୍ଥାପନ କରିବାକୁ ଦୀର୍ଘଦିନ ହେଲା ବହୁ ସଂଗଠନ ଦାବି କରିଆସୁଥିବାବେଳେ ବଜେଟରେ ନୟାଗଡ ପାଇଁ ହୋମିଓପାଥିକ କଲେଜ ସ୍ଥାପନ କରିବାକୁ ସରକାର ନିଷ୍ପତ୍ତି ନେଇଥିବା ଘୋଷଣା କରିଛନ୍ତି । ସରକାରଙ୍କ ନିଷ୍ପତ୍ତିକୁ ଜନସାଧାରଣ ଗ୍ରହଣ କରିଥିଲେ ମଧ୍ଯ ନୟାଗଡରେ ଭେଷଜ ମହାବିଦ୍ୟାଳୟ ଖୋଲିବାକୁ ଦାବି କରିଛନ୍ତି । ଆଜିର ଏହି ବନ୍ଦପାଳନରେ ସହରର ସମସ୍ତ ଦୋକାନବଜାର ବନ୍ଦ ରହିଥିବା ଦେଖିବାକୁ ମିଳିଛି
More From
-
IPL 2026 : କିଙ୍ଗସ୍ ବନାମ କିଙ୍ଗସ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଚେନ୍ନାଇ, ପଞ୍ଜାବ ପାଇଁ ଚିନ୍ତା ବ୍ୟାଟରଙ୍କ ଫର୍ମ୍ -
APSEZ ର ବଡ଼ ସଫଳତା: 500 ମିଲିୟନ୍ ଟନ୍ କାର୍ଗୋ ହ୍ୟାଣ୍ଡଲିଂ ସୀମା ଅତିକ୍ରମ -
Adani Ports ର ବଡ଼ ରେକର୍ଡ: 500 ମିଲିୟନ୍ ଟନ୍ କାର୍ଗୋ ପାର, 2030 ମଧ୍ୟରେ 1 ବିଲିୟନ୍ ଟନ୍ ଲକ୍ଷ୍ୟ -
IPL-2026 : କୋଲକାତାକୁ ଭେଟିବ ହାଇଦ୍ରାବାଦ୍ : ପ୍ରଥମ ବିଜୟ ଲକ୍ଷ୍ୟରେ ଉଭୟ ଟିମ୍ -
ଶନିବାର ରାଜ୍ୟ କ୍ୟାବିନେଟ୍ର ଗୁରୁତ୍ୱପୂର୍ଣ୍ଣ ବୈଠକ, ଅନେକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତାବ ଉପରେ ଲାଗିପାରେ ମୋହର -
IPL 2026: ପଞ୍ଜାବର ଦ୍ବିତୀୟ ବିଜୟ, ଧୋନୀଙ୍କ ଅନୁପସ୍ଥିତିରେ ପୁଣି ହାରିଲା CSK






Click it and Unblock the Notifications