ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା

ଆଇନଜୀବୀ ପୀତବାସ ପଣ୍ଡା ହତ୍ୟା ମାମଲାରେ ପ୍ରାୟ ୫୦ ଜଣଙ୍କୁ ଜେରା । ଅଦ୍ୟାବିଧି ୫୦ ଜଣଙ୍କୁ ଜେରା କରାଯାଇଥିବା ବ୍ରହ୍ମପୁର ଏସ୍‌ପିଙ୍କ ସୂଚନା । ସନ୍ଦେହରେ ୫ରୁ ୬ ଜଣଙ୍କୁ ପଚରାଉଚରା କରୁଛୁ। ଏଥିସହ ପ୍ରତ୍ୟକ୍ଷଦର୍ଶୀ, ସହକର୍ମୀଙ୍କୁ ମିଶାଇ ଏଯାବତ୍ ୫୦ ଜଣଙ୍କୁ ଜେରା ।

Pitavas Panda
ଗୁଳିକୁ ବାଲିଷ୍ଟିକ ଏକ୍ସପର୍ଟଙ୍କ ନିକଟକୁ ପଠାଯାଇଛି । ପୋଷ୍ଟମର୍ଟମ୍ ରିପୋର୍ଟ ଖୁବଶୀଘ୍ର ଆସିବ, ଅଧିକ ତଥ୍ୟ ଜଣାପଡ଼ିବ'। ସିସିଟିଭି ଦ୍ୱାରା ବହୁତ ସୁରାକ୍ ଆମକୁ ମିଳିଛି'। ଘଟଣା ଦିନ ପୀତବାସଙ୍କ ଗତିବିଧିରୁ ସିସିଟିଭିରୁ ଜାଣିପାରିଛୁ' । ଅଫିସରୁ କେଉଁ ସମୟରେ ବାହାରିଲେ, କେଉଁ ରାସ୍ତାରେ ଗଲେ ଜାଣିପାରିଛୁ' । ସେହି ସମୟରେ ରାସ୍ତାରେ ଥିବା କିଛି ଲୋକଙ୍କୁ ଆମେ ସନ୍ଦେହ କରିଛୁ । କାହିଁକି ସେମାନେ ସେଠି ଥିଲେ, କ'ଣ କରୁଥିଲେ ପଚରାଉଚରା କରୁଛୁ । ଦାମୀ ଗାଡ଼ିକୁ ନେଇ ସନ୍ଦେହ ହେବାରୁ ଡାକି ପଚରାଉଚରା କରୁଛୁ' । ଆଶା କରୁଛୁ ହତ୍ୟା ରହସ୍ୟ ଖୁବ୍‌ଶୀଘ୍ର ଉନ୍ମୋଚିତ ହେବ ବୋଲି କହିଛନ୍ତି ଏସ୍‌ପି ।
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+