ପ୍ରକାଶ ପାଇଲା NEET-UG-୨୦୨୫ ରେଜଲ୍ଟ; ସ୍ନେହାଶିଷ ଦାଶ ଓଡ଼ିଶା ଟପ୍ପର
ପ୍ରକାଶ ପାଇଲା NEET-UG-୨୦୨୫ ରେଜଲ୍ଟ । ନ୍ୟାସନାଲ୍ ଟେଷ୍ଟିଂ ଏଜେନ୍ସି (NTA) ପକ୍ଷରୁ ରେଜଲ୍ଟ ପ୍ରକାଶ । ପରୀକ୍ଷାର୍ଥୀଙ୍କୁ ଇ-ମେଲ୍ରେ ସ୍କୋରକାର୍ଡ ଦେଖିବାକୁ ପରାମର୍ଶ ।
neet.nta.nic.inରୁ ମଧ୍ୟ ରେଜଲ୍ଟ ଜାଣି ପାରିବେ । ମେ ୪ରେ ଗୋଟିଏ ସିଫ୍ଟରେ ୨୦ ଲକ୍ଷ ପିଲା ଦେଇଥିଲେ ପରୀକ୍ଷା ।

NTA ନିଟ୍ ୟୁଜି ୨୦୨୫ ପରୀକ୍ଷାଫଳ ଅଫିସିଆଲ ୱେବସାଇଟରେ ଜାରି କରିଛି । ତେଣୁ ପରୀକ୍ଷା ଦେଇଥିବା ଛାତ୍ରଛାତ୍ରୀ ଅଫିସିଆଲ ୱେବସାଇଟneet.nta.nic.in କୁ ଯାଇ ରେଜଲ୍ଟ ଚେକ୍ କରିପାରିବେ । ପରୀକ୍ଷାର୍ଥୀ ଇମେଲ ଜରିଆରେ ସ୍କୋର କାର୍ଡ ଦେଖିପାରିବେ ।
କେମିତି ଡାଉନଲୋଡ କରିବେ :
-ପ୍ରଥମେ ATA ର ଅଫିସିଆଲ୍ ୱେବସାଇଟ୍ କୁ ଯାଆନ୍ତୁ
-ଏଠାରେ ହୋମ୍ ପେଜ୍ ରେ NEET UG 2025 Result ର ଲିଙ୍କ୍ ଉପରେ କ୍ଲିକ୍ କରନ୍ତୁ
-ଏବେ ଆଡମିଟ୍ କାର୍ଡ ନମ୍ବର ଏବଂ ଜନ୍ମ ତାରିଖ ଲେଖି ଦାଖଲ କରନ୍ତୁ। ଏହା କରିବା ପରେ, ଫଳାଫଳ ଆସିବ।
-ଏହାକୁ ଡାଉନଲୋଡ୍ କରନ୍ତୁ ଏବଂ ଏହାର ପ୍ରିଣ୍ଟଆଉଟ୍ ନିଅନ୍ତୁ।
NEET UG Final Answer Key 14 ଜୁନ୍ ରେ ପ୍ରକାଶ ପାଇଛି। ଛାତ୍ରଛାତ୍ରୀମାନେ NTA neet.nta.nic.in ର ଅଫିସିଆଲ୍ ୱେବସାଇଟ୍ କୁ ଯାଇ PDF ଫାଇଲ୍ ଡାଉନଲୋଡ୍ କରିପାରିବେ।
-
ଭାରତ କିଣିବ ଋଷ ତେଲ, ଏମିତି କହିଲା ଆମେରିକା -
ଇରାନକୁ ସହର୍ଯ୍ୟା କରୁଛନ୍ତି ଚାଇନା ଓ ଋଷ ! ବଡ କଥା କହିଦେଲେ ବୈଦେଶିକ ମନ୍ତ୍ରୀ -
ଆମେରିକା ପାଇଁ ମହଙ୍ଗା ପଡୁଛି ଇରାନ ସହ ଯୁଦ୍ଧ; ୩୧ ହଜାର କୋଟିର ଖର୍ଚ୍ଚ -
କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶ ପାଇଲା ବିଜ୍ଞପ୍ତି ୯ ରାଜ୍ୟରେ ନୂଆ ରାଜ୍ୟପାଳ ଓ ଉପ-ରାଜ୍ୟପାଳ -
ଯୁଦ୍ଧ ଯୋଗୁ ପେଟ୍ରୋଲ-ଡିଜେଲ ସଙ୍କଟ, ଭାରତ ପାଖରେ ଏତିକି ଦିନ.... -
ନିର୍ବାଚନ ପୂର୍ବରୁ ପଶ୍ଚିମବଙ୍ଗ ରାଜ୍ୟପାଳଙ୍କ ଇସ୍ତଫା ହଇଚଇ ସୃଷ୍ଟି କରିଛି, ପ୍ରଶ୍ନ ଉଠାଇଛନ୍ତି ମମତା ବାନାର୍ଜୀ -
ରବିବାର ମହାମୁକାବିଲା; ବିଶ୍ବକପ୍ ଫାଇନାଲ୍ରେ ଭାରତ-ନ୍ୟୁଜିଲାଣ୍ଡ -
ଦ୍ଧ ଭିତର ମିନିଟ୍ମ୍ୟାନ୍-୩ କ୍ଷେପଣାସ୍ତ୍ର ପରୀକ୍ଷଣ, ହିରୋସୀମାଠାରୁ କରିପାରେ.... -
ବିଶ୍ୱକପରେ ହେବ ଟଙ୍କା ବର୍ଷା, ଜାଣନ୍ତୁ କେଉଁ ଦଳ ପାଇବେ କେତେ… -
ଆପଣ ବି ଖାଦ୍ୟ ଖାଇବାର ତୁରନ୍ତ ପରେ ପାଣି ପିଉଛନ୍ତି କି? ଜାଣନ୍ତୁ..... -
ମୁଖ୍ୟମନ୍ତ୍ରୀ ହେବେ ନୀତିଶଙ୍କ ପୁଅ, ଦାବି କଲେ JDU ବିଧାୟକ -
ପ୍ରକାଶ ପାଇଲା UPSC ପରିଚାଳିତ ସିଭିଲ୍ ସର୍ଭିସ୍ ପରୀକ୍ଷା ଫଳ, ଅନୁଜ ଅଗ୍ନିହୋତ୍ରୀ ଟପ୍ପର












Click it and Unblock the Notifications