Get Updates
Get notified of breaking news, exclusive insights, and must-see stories!

ନେପାଳୀ ଛାତ୍ରୀ ମୃତ୍ୟୁ ମାମଲା:କିଟକୁ ଦାୟୀ କଲେ NHRC

Odisha News: ନେପାଳୀ ଛାତ୍ରୀ ମୃତ୍ୟୁ ମାମଲାରେ କିଟ୍ ବିଶ୍ୱବିଦ୍ୟାଳୟ କର୍ତ୍ତୃପକ୍ଷଙ୍କୁ ଦାୟୀ କଲେ NHRC । କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ କରିବା ପାଇଁ ମୁଖ୍ୟ ସଚିବଙ୍କୁ ନିର୍ଦ୍ଦେଶ ଦିଆଯାଇଛି । ୪ ସପ୍ତାହରେ କାର୍ଯ୍ୟାନୁଷ୍ଠାନ ରିପୋର୍ଟ ଦାଖଲ ପାଇଁ ନିର୍ଦ୍ଦେଶ । କିଟ୍ କର୍ତ୍ତୃପକ୍ଷଙ୍କ ଅବହେଳାରୁ ଛାତ୍ରୀଙ୍କ ମୃତ୍ୟୁ ହୋଇଛି ବୋଲି କହିଛି NHRC ।

Nepali student death case
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+