ବୃଦ୍ଧି ପାଉଛି କରୋନା ସଂକ୍ରମଣ, 24 ଘଣ୍ଟାରେ 23 ନୂଆ ମାମଲା
ମଙ୍ଗଳବାର କୋଭିଡ ମାମଲା ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 23 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 14 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 9 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତ
ଭୁବନେଶ୍ବର: ମଙ୍ଗଳବାର କୋଭିଡ ମାମଲା ବୃଦ୍ଧି ହୋଇଥିବା ଦେଖିବାକୁ ମିଳିଛି । ଗତ 24 ଘଣ୍ଟାରେ ରାଜ୍ୟରେ ଆଉ 23 ଜଣ ନୂଆ କୋରୋନା ପଜିଟିଭ ଚିହ୍ନଟ ହୋଇଛନ୍ତି । ନୂଆ ସଂକ୍ରମିତଙ୍କ ମଧ୍ୟରୁ 14 ସଂକ୍ରମିତ କ୍ବାରେଣ୍ଟାଇନ ସେଣ୍ଟରରୁ ହୋଇଥିବାବେଳେ 9 ଜଣ ସ୍ଥାନୀୟ ସଂକ୍ରମିତ ରହିଛନ୍ତି । ସେଥିମଧ୍ୟରୁ 3ଜଣ କିଶୋର ରହିଥିବା ସୂଚନା ରହିଛି ।













Click it and Unblock the Notifications