ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା
ସୁଭଦ୍ରା ଟଙ୍କା ମିଳିବା ତାରିଖରେ ହେଲା ପରିବର୍ତ୍ତନ । ଏଣିକି ଆଉ ୧୮ ତାରିଖରେ ଟଙ୍କା ପାଇବେନି ହିତାଧିକାରୀ । ନୂଆ ହିତାଧିକାରୀଙ୍କୁ ଆସନ୍ତା ୨୨ ତାରିଖରେ ମିଳିବ ସୁଭଦ୍ରା ଟଙ୍କା । ଏନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ସୂଚନା ଦେଇଛନ୍ତି ।
ଉପମୁଖ୍ୟମନ୍ତ୍ରୀ କାର୍ଯ୍ୟାଳୟ ପକ୍ଷରୁ ଏକ୍ସରେ ଟ୍ବିଟ କରି କୁହାଯାଇଛି ଯେ, ସୁଭଦ୍ରା ଯୋଜନାରେ ନୂତନ ଭାବେ ଯୋଡ଼ି ହୋଇଥିବା ହିତାଧିକାରୀମାନଙ୍କୁ ଜାନୁଆରୀ ୧୮ ତାରିଖ ବଦଳରେ ଜାନୁଆରୀ ୨୨ ତାରିଖରେ ସୁଭଦ୍ରା ସହାୟତା ଅର୍ଥ ରାଶି ପ୍ରଦାନ କରାଯିବ । ଏ ନେଇ ଉପମୁଖ୍ୟମନ୍ତ୍ରୀ ପ୍ରଭାତି ପରିଡ଼ା ସୂଚନା ଦେଇଛନ୍ତି ।

More From
-
IPL 2026 : ଗୌହାଟୀରେ ଚେନ୍ନାଇ ବନାମ ରାଜସ୍ଥାନ, ଫୋକସରେ ବୈଭବ-ସଞ୍ଜୁ-ଜାଡେଜା, ଖେଳିବେନି ଧୋନୀ -
IPL 2026: ଟସ୍ ଜିତିଲା ମୁମ୍ବାଇ ଇଣ୍ଡିଆନ୍ସ, ବ୍ୟାଟିଂ କରିବ KKR, ସୂର୍ଯ୍ୟ ପ୍ଲେଇଙ୍ଗ XIରୁ ଆଉଟ୍ -
ଜେଏଏଲ୍ ଅଧିଗ୍ରହଣ ପ୍ରକ୍ରିୟାକୁ ନେଇ ବେଦାନ୍ତର ଆପତ୍ତି, ଅଦାନି ପ୍ରସ୍ତାବକୁ ଆଇନସମ୍ମତ ବୋଲି ମାନ୍ୟତା ଦେଲେ କୋର୍ଟ ଓ CoC -
ସଂଧ୍ୟାରେ ମୁଖ୍ୟମନ୍ତ୍ରୀଙ୍କ ଜରୁରୀ ବୈଠକ, ସବୁ ଜିଲ୍ଲାପାଳଙ୍କ ସହ କରିବେ ଆଲୋଚନା -
APSEZ ର ବଡ଼ ପଦକ୍ଷେପ: ଭାରତର ପ୍ରଥମ Port of Refuge ଆରମ୍ଭ







Click it and Unblock the Notifications