ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା, ଆଜି କରିବେ ଦାୟିତ୍ଵ ଗ୍ରହଣ

ଆଜି ଦାୟିତ୍ଵ ଗ୍ରହଣ କରିବେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଆ । ଭୁବନେଶ୍ୱରରେ ପହଞ୍ଚିଲେ ନୂଆ ମୁଖ୍ୟ ଶାସନ ସଚିବ ମନୋଜ ଆହୁଜା । ମୁଖ୍ୟ ଶାସନ ଭାବେ ତାଙ୍କ ନାଁ ଘୋଷଣା ହେବା ପରେ ଆଜି ପ୍ରଥମ ଥର ପାଇଁ ଭୁବନେଶ୍ୱରରେ ପହଞ୍ଚିିଛନ୍ତି । ଆଜି ଅପରାହ୍ନରେ ସେ ନୂଆ ମୁଖ୍ୟ ଶାସନ ସଚିବ ଭାବେ ଦାୟିତ୍ୱ ଗ୍ରହଣ କରିପାରନ୍ତି ।

Manoj Ahuja

ଆଜି ବର୍ତ୍ତମାନର ମୁଖ୍ୟ ଶାସନ ସଚିବ ପ୍ରଦୀପ ଜେନାଙ୍କ କାର୍ଯ୍ୟକାଳ ଶେଷ ହେଉଛି । ତେଣୁ ମନୋଜ ଆଜି ଦାୟିତ୍ୱ ଗ୍ରହଣ କରିବାର ସମ୍ଭାବନା ରହିଛି । ମନୋଜ ଆହୁଜା ୧୯୯୦ କ୍ୟାଡର ଆଇଏଏସ୍ ଅଧିକାରୀ ।

ଖୋର୍ଦ୍ଧା ଜିଲ୍ଲାପାଳ ଭାବେ କାର୍ଯ୍ୟ କରିଥିଲେ । ୨୦୧୦ରେ ଖଣି ଓ ଇସ୍ପାତ ସଚିବ, ୨୦୧୨ ଯୁବ ଓ କ୍ରୀଡ଼ା ସଚିବ ଓ ୨୦୧୫ରେ ସମବାୟ ସଚିବ ଥିଲେ । ୨୦୧୭ ଡିସେମ୍ବରରେ କେନ୍ଦ୍ରୀୟ ଡେପୁଟେସନରେ ଯାଇଥିଲେ । ସିବିଏସଇର ଅଧ୍ୟକ୍ଷ ଭାବେ ମଧ୍ୟ କାର୍ଯ୍ୟ କରିଥିଲେ । ନିକଟରେ କେନ୍ଦ୍ର ସରକାରଙ୍କ କୃଷି ଓ କୃଷକ କଲ୍ୟାଣ ବିଭାଗର ସଚିବ ଭାବେ କାର୍ଯ୍ୟ କରୁଥିଲେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+