Get Updates
Get notified of breaking news, exclusive insights, and must-see stories!

ଆନନ୍ଦବଜାରରେ ଲାଗୁ ହେବ ନୂଆ ଡ୍ରେସ୍‌କୋଡ୍‌

Puri News: ଆନନ୍ଦବଜାରରେ ଲାଗୁ ହେବ ନୂଆ ଡ୍ରେସ୍‌କୋଡ୍‌ । ଏଣିକି ମହାପ୍ରସାଦ ବିକ୍ରି କରୁଥିବା ସୁପକାରଙ୍କ ସହାୟକମାନେ ପିନ୍ଧିବେ ଗେରୁଆ ରଙ୍ଗର ପୋଷାକ । ଶ୍ରୀମନ୍ଦିର ପ୍ରଶାସନର ସ୍ୱୀକୃତି ମିଳିବା ପରେ ସୁଆ ମହାସୁଆର ନିଯୋଗ ଆନନ୍ଦଜାର କ୍ଷେତ୍ରରେ ଏହି ବ୍ୟବସ୍ଥା ଲାଗୁ କରାଯାଇଛି ।ଆସନ୍ତା ୨୫ ତାରିଖକୁ ଏହି ନିୟମ ଲାଗୁ ହେବ ଏବଂ ଗେରୁଆ ରଙ୍ଗର ପୋଷାକ ପିନ୍ଧି ଆନନ୍ଦ ବଜାର ଆସିବେ ।

Puri News
More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+