'ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂତନ ଅବକାରୀ ନୀତି'
ବଡ଼ ସୂଚନା ଦେଲେ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ । ସେ କହିଛନ୍ତି ଚଳିତ ମାସ ଶେଷ ସୁଦ୍ଧା ଆସିବ ନୂଆ ଅବକାରୀ ନୀତି । ସରକାର ସେଥିପାଇଁ ପ୍ରସ୍ତୁତି ଆରମ୍ଭ କରି ଦେଇଛନ୍ତି । ସମ୍ପୂର୍ଣ୍ଣ ଓଡ଼ିଶାରେ ଚଢ଼ାଉକୁ ଜୋରଦାର କରାଯାଇଛି । ଅକ୍ଟୋବର ୨ ଅର୍ଥାତ ଗାନ୍ଧୀ ଜୟନ୍ତୀରୁ ସଚେତନତା କାର୍ଯ୍ୟକ୍ରମ 'ନିଶା ନୁହେଁ ଜୀବନ' ମାସେ ବ୍ୟାପି ଚାଲିବ । ସେହିପରି, ଅନ୍ୟ ରାଜ୍ୟଗୁଡ଼ିକ ଭ୍ରମଣ କରିଛନ୍ତି ଅବକାରୀ ଅଧିକାରୀ । ଦୁଇ ରାଜ୍ୟକୁ ଗସ୍ତ କରି ଫେରିଛନ୍ତି ପ୍ରତିନିଧି ଦଳ । ଦିନେ କି ଦୁଇ ଦିନ ଭିତରେ ମୁଖ୍ୟମନ୍ତ୍ରୀଙ୍କ ନୂଆ ନୀତି ଉପରେ ଆଲୋଚନା କରାଯାଇ ସମସ୍ତ ତଥ୍ୟ ଦିଆଯିବ ।

ଚଳିତ ମାସରେ ନୂଆ ଅବକାରୀ ନୀତି କାର୍ଯ୍ୟ ଶେଷ ହେବ । ବର୍ତ୍ତମାନ ପୁରୁଣା ଅବକାରୀ ନୀତି ବଳବତ୍ତର ରହିଛି । ନୂଆ ନୀତିରେ ଚୋରା ମାଦକ ଦ୍ରବ୍ୟ ବିକ୍ରି ଉପରେ ରୋକ ଏବଂ କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ କହିଛନ୍ତି ।
More From
-
ପ୍ରକାଶ ପାଇଲା ଟି-୨୦ ରାଙ୍କିଙ୍ଗ୍ : ବିଶ୍ୱର ନମ୍ବର ୧ ବ୍ୟାଟ୍ସମ୍ୟା କିଏ ଜାଣନ୍ତୁ… -
୨୦୨୬ ଟି-୨୦ ବିଶ୍ୱକପ ପାଇଁ ଶ୍ରେଷ୍ଠ ଏକାଦଶ ଘୋଷଣା କଲା ICC, ୪ ଭାରତୀୟ ଖେଳାଳଙ୍କୁ ମିଳିଲା ସ୍ଥାନ -
ବିମାନ ଯାତ୍ରା ଉପରେ ବି ମଧ୍ୟପ୍ରାଚ୍ୟ ଯୁଦ୍ଧର ପ୍ରଭାବ, ଟିକେଟ ମୂଲ୍ୟ ବୃଦ୍ଧି କଲା ଏୟାର ଇଣ୍ଡିଆ -
କେନ୍ଦ୍ର ସରକାରଙ୍କୁ କଡ଼ା ନିର୍ଦ୍ଦେଶ, କୋଭିଡ ୧୯ ଭ୍ୟାକସିନ ଯୋଗୁଁ ଯେଉଁ ଜୀବନ ଯାଇଛି, ସେମାନଙ୍କୁ କ୍ଷତିପୂରଣ ମିଳୁ -
ଯୁଦ୍ଧ ଭିତରେ ଇରାନ ସହ କଥା ହେଲା ଭାରତ, ଜାଣନ୍ତୁ କଣ ହେଲା ଆଲୋଚନା -
ଇରାନ ଉପରେ ଆକ୍ରମଣ ନେଇ ଟ୍ରମ୍ପଙ୍କ ବଡ ବୟାନ, ଇସ୍ରାଏଲ ସହ ମିଶି ୪୬ ଜାହାଜ.... -
ହରିଶ ରାଣାଙ୍କୁ ମିଳିଲା ଇଚ୍ଛାମୃତ୍ୟୁ -
T-20 ବିଶ୍ବକପ୍ ଚାମ୍ପିଅନ୍ ଟିମ୍କୁ ୧୩୧ କୋଟିର ପୁରସ୍କାର ରାଶି ଘୋଷଣା କଲା BCCI -
ସଚିନ ତେନ୍ଦୁଲକରଙ୍କୁ ପଛରେ ପକାଇଇଲେ ନୂଆ ରେକର୍ଡ କଲେ ଜସପ୍ରିତ ବୁମରାହ -
ଆମେରିକା, ଇସ୍ରାଏଲ-ଇରାନ ଯୁଦ୍ଧ ସମୟରେ ଭାରତ ଯେଉଁ ଅତ୍ୟାବଶ୍ୟକୀୟ ସାମଗ୍ରୀ ଆଇନ ଲାଗୁ କରିଛି ଜାଣନ୍ତୁ ତାହା କ’ଣ? -
ଇରାନ ପାଇଁ ଆମେରିକା ଋଷ ମୁହାଁମୁହିଁ , ଋଷକୁ ବଡ ଚେତାବନୀ ଦେଲେ ଆମେରିକା -
ଅନ୍ତର୍ଜାତୀୟ ମହିଳା ଦିବସରେ ଆର୍ଟସ୍ ଅଫ୍ ଉଇଭିଂର ପ୍ରଥମ ସ୍ଥାପନା ଦିବସ ପାଳିତ












Click it and Unblock the Notifications