୧୫ରୁ ୨୦ ଦିନ ଭିତରେ ଆସିବ ନୂଆ ଅବକାରୀ ନୀତି: ପୃଥ୍ବୀରାଜ ହରିଚନ୍ଦନ
୧୫ରୁ ୨୦ ଦିନ ଭିତରେ ଆସିବ ନୂଆ ଅବକାରୀ ନୀତି। ସୂଚନା ଦେଲେ ଆଇନ ଓ ଅବକାରୀ ମନ୍ତ୍ରୀ ପୃଥ୍ବୀରାଜ ହରିଚନ୍ଦନ। ନୂଆ ଅବକାରୀ ନୀତି ପାଇଁ ପ୍ରସ୍ତୁତି ଚୂଡ଼ାନ୍ତ ପର୍ଯ୍ୟାୟରେ ପହଞ୍ଚିଛି। ଯେଉଁଥିପାଇଁ ମାସେ ପୁରୁଣା ଅବକାରୀ ନୀତି ବୃଦ୍ଧି କରାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଅନୁମୋଦନ ପରେ ଲାଗୁ ହେବ ନୂଆ ଅବକାରୀ ନୀତି।













Click it and Unblock the Notifications