ଓଡ଼ିଶାର ନୂଆ ରାଜ୍ୟପାଳ ଭାବେ ଆଜି ଶପଥ ନେବେ ହରିବାବୁ କମ୍ଭମପତି
ଓଡ଼ିଶାର ନୂଆ ରାଜ୍ୟପାଳ ହରିବାବୁ କମ୍ଭମପତି ଆଜି ଶପଥ ନେବେ । ସକାଳ ୧୦ଟା ୧୫ରେ ଶପଥ ପାଠ କରାଇବେ ହାଇକୋର୍ଟ ମୁଖ୍ୟ ବିଚାରପତି ।
ଗତ ଡିସେମ୍ବର ୨୪ ତାରିଖରେ ଓଡ଼ିଶାର ରାଜ୍ୟପାଳ ଭାବରେ କମ୍ଭମପତିଙ୍କୁ ନିଯୁକ୍ତି ମିଳିଥିଲା। ଗତକାଲି ଭୁବନେଶ୍ୱରରେ ପହଞ୍ଚିବା ପରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା । ନୂଆ ରାଜ୍ୟପାଳଙ୍କୁ ସ୍ୱାଗତ କରିଥିଲେ ମୁଖ୍ୟମନ୍ତ୍ରୀ, ଉପମୁଖ୍ୟମନ୍ତ୍ରୀଙ୍କ ସହ ମନ୍ତ୍ରୀମଣ୍ଡଳର ସଦସ୍ୟ ।













Click it and Unblock the Notifications