ଶିମିଳିପାଳରେ ନୂଆ ଅତିଥି, ଜନ୍ମ ହେଲା ତିନି ବାଘ ଛୁଆ

ମୟୂରଭଞ୍ଜ ଜିଲ୍ଲା ଶିମିଳିପାଳରେ ବୃଦ୍ଧି ପାଉଛି ବାଘ ସଂଖ୍ୟା। ପୁଣି ୩ ଟି ଛୁଆ ଜନ୍ମ ଦେଇଛି କଳା ବାଘୁଣୀ T20। କ୍ୟାମେରା ଟ୍ରାପରେ କଏଦ ହେଲା ଚିତ୍ର। ଗତ ଜାନୁଆରୀରୁ ଏ ପର୍ଯ୍ୟନ୍ତ ଶିମିଳିପାଳରେ ୯ ଟି ବାଘ ଛୁଆ ଜନ୍ମ ନେଇଥିବା ସୂଚନା ଦେଇଛନ୍ତି ଆରସିସିଏଫ ପ୍ରକାଶ ଚାନ୍ଦ ଗୋଗିନେନୀ। ଶିମିଳିପାଳ ବ୍ୟାଘ୍ର ସଂରକ୍ଷଣ ପାଇଁ ଉପଯୁକ୍ତ ସ୍ଥାନ ବୋଲି ପୂର୍ବରୁ NTCA ଘୋଷଣା କରିସାରିଛି । ବ୍ୟାଘ୍ର ସଂଖ୍ୟା ବୃଦ୍ଧି ସହ ଜେନିଟିକ୍ ଡାଇଭର୍ସନ ରୋକିବା ପାଇଁ ମହାରାଷ୍ଟ୍ର ତଡଭା ସଂରକ୍ଷିତ ଜଙ୍ଗଲରୁ ୨ ଟି ବାଘୁଣୀ ଜିନ୍ନତ୍ ଓ ଯମୁନା ଅଣା ଯାଇଥିଲା । ଜିନ୍ନତ୍ ଏବେ ଗର୍ଭବତୀ ଥିବା ଜଣା ପଡିଛି।

Similipal
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+