ରାଜ୍ୟରେ ଖୋଲିବ ନୂଆ ଥାନା; ଅବକାରୀ ଅଧୀକ୍ଷକଙ୍କୁ ପାଠ ଗଲା ଚିଠି
ରାଜ୍ୟରେ ଖୋଲିବ ଆଉ ୨୫ ନୂଆ ଅବକାରୀ ଥାନା। ଅବକାରୀ ନିର୍ଦ୍ଦେଶାଳୟ ପକ୍ଷରୁ ଏ ନେଇ ସବୁ ଅବକାରୀ ଅଧୀକ୍ଷକଙ୍କୁ ଚିଠି ହୋଇଛି।

ଗଞ୍ଜାମ, ବ୍ରହ୍ମପୁରରେ ୩ଟି ଲେଖାଏଁ ଅବକାରୀ ଥାନା ଖୋଲିବ। ଏନେଇ ଅଧିକ ଆଲୋଚନା ପାଇଁ ସେପ୍ଟେମ୍ବର ୪ରେ ଅବକାରୀ ଥାନା ସମ୍ପର୍କିତ ଏକ ବୈଠକ ହେବ।
ବିଧାନସଭା ଦ୍ବିତୀୟ ପ୍ରର୍ଯ୍ଯାୟ ଅଧିବେଶନର ଆଜି ଦଶମ ଦିନ । ଆଜି ବି ଗୃହ ବେଶ୍ ସରଗରମ ରହିବ । ଗୃହରେ ବିଭିନ୍ନ ବିଭାଗର ପ୍ରଶ୍ନକାଳ ରହିଛି । ମହିଳା ଶିଶୁ ବିକାଶ, ନିର୍ମାଣ, ପର୍ଯ୍ଯଟନ, ଅବକାରୀ, ମିଶନ ଶକ୍ତି ଓ ଆଇନ ବିଭାଗର ପ୍ରଶ୍ନକାଳ ରହିଛି । ଶୂନ୍ଯକାଳରେ ଗୁରୁତ୍ବପୂର୍ଣ୍ଣ ପ୍ରସଙ୍ଗକୁ ବିରୋଧୀ ଉଠାଇପାରନ୍ତି ।












Click it and Unblock the Notifications