ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ: ଦୁଇ ଜଣ ନୂଆ ଭାରିଏଣ୍ଟ JN1ରେ ଆକ୍ରାନ୍ତ

ଓଡ଼ିଶାରେ JN1 ଆକ୍ରାନ୍ତ ଚିହ୍ନଟ । ଓଡ଼ିଶାରେ କରୋନାର ନୂଆ ଭାରିଆଣ୍ଟ ଚିହ୍ନଟ ହୋଇଛନ୍ତି । ୨ ଜଣ କରୋନା ନୂଆ ଭାରିଏଣ୍ଟ JN.1 ଆକ୍ରାନ୍ତ ଚିହ୍ନଟ । ୨ ଆକ୍ରାନ୍ତଙ୍କ ମଧ୍ୟରୁ ଜଣେ ସୁସ୍ଥ ହୋଇଥିବା ବେଳେ ଅନ୍ୟଜଣେ ଭୁବନେଶ୍ୱରର ଏକ ଘରୋଇ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ଅଛନ୍ତି । ସୁସ୍ଥ ଆକ୍ରାନ୍ତଙ୍କ ଜଣଙ୍କ ସୁନ୍ଦରଗଡ଼ ଜିଲ୍ଲାର ହୋଇଥିବା ଜଣା ପଡ଼ିଛି ।

new variantJN1

୨ ଜଣ ରୋଗୀଙ୍କ ଠାରେ ଏହି ଭାରିଆଣ୍ଟ ଚିହ୍ନଟ ହୋଇଥିବା ସୂଚନା ଦେଇଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ବିଜୟ ମହାପାତ୍ର । ସୂଚନାଯୋଗ୍ୟ, ୨୪ ଘଣ୍ଟା ମଧ୍ୟରେ ଜଣେ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ମୋଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ୨୫ ରେ ପହଞ୍ଚିଛି ।

ତେବେ ଚଳିତ ବର୍ଷ ରାଜ୍ୟରେ କରୋନା ଜନିତ ମୃତ୍ୟୁ ନେଇ କୌଣସି ଘଟଣା ଏଯାଏଁ ଘଟିନାହିଁ । ଯଦି ଏଭଳି ଅଭିଯୋଗ ଆସେ , ଅଡିଟ୍ ପରେ ତଥ୍ୟ ଦିଆଯିବ । ତେବେ କରୋନା ମୁକାବିଲା ପାଇଁ ରାଜ୍ୟ ସରକାର ସମ୍ପୂର୍ଣ୍ଣ ପ୍ରସ୍ତୁତ ବୋଲି କହିଛନ୍ତି ସ୍ୱାସ୍ଥ୍ୟ ନିର୍ଦ୍ଦେଶକ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+