ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା; ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ

ବାଲେଶ୍ବର ସହରରେ ଲାଗିଲା ରାତ୍ରିକାଳୀନ କଟକଣା । ରାତି ୧୦ଟାରୁ ସକାଳ ୬ଟା ପର୍ଯ୍ୟନ୍ତ ବନ୍ଦ ରହିବ ସବୁ ଦୋକାନ ବଜାର । ଅକ୍ଟୋବର ୨୧ ପର୍ଯ୍ୟନ୍ତ ଏହି କଟକଣା ବଳବତ୍ତର ରହିବ । ଆଗକୁ ଦୀପାବଳୀ ରହିଛି । ତା ପୂର୍ବରୁ ପ୍ରତିଷେଧମୂଳକ ବ୍ୟବସ୍ଥା ସ୍ବରୂପ ଏହି ପଦକ୍ଷେପ ନିଆଯାଇଛି । ସହରରେ ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣରେ ରଖିବାକୁ ଏଭଳି ପଦକ୍ଷେପ ଜିଲ୍ଲା ପ୍ରଶାସନ ପକ୍ଷରୁ ନିଆଯାଇଛି । ବିଳମ୍ବିତ ରାତି ପର୍ଯ୍ୟନ୍ତ କିଛି ଦୋକାନ ଖୋଲା ରହୁଥିବା ଓ ଏକାଧିକ ଲୋକ ଉପସ୍ଥିତ ରହୁଥିବା ଜିଲ୍ଲା ପ୍ରଶାସନ ନଜରକୁ ଆସିଥିଲା । ଏହାକୁ ଦୃଷ୍ଟିରେ ରଖି ରାତ୍ରିକାଳୀନ କଟକଣା କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+