ନାଇଟ୍ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ: ଡିଏମଇଟି
ନାଇଟ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଳବ ଓ ପାର୍ଟି ରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଡ଼ିଏମଇଟି ସିବିକେ ମହାନ୍ତି ।
ଭୁବନେଶ୍ବର: ନାଇଟ କର୍ଫ୍ୟୁ ସଂକ୍ରମଣ ରୋକିବାର ଏକ ମାଧ୍ୟମ । ରାତିରେ କ୍ଳବ ଓ ପାର୍ଟି ରେ ଯେଉଁ ଗହଳି ହୋଇଥାଏ ତାକୁ ରୋକିବା ପାଇଁ ନାଇଟ କର୍ଫ୍ୟୁର ଆବଶ୍ୟକତା ରହିଛି ବୋଲି କହିଛନ୍ତି ଡ଼ିଏମଇଟି ସିବିକେ ମହାନ୍ତି ।

ବର୍ତ୍ତମାନ ଭାଇରସ ପୂର୍ବ ଅପେକ୍ଷା ଅଧିକ ସଂକ୍ରମିତ କରୁଛି । କିନ୍ତୁ ରୋଗୀଙ୍କ ପାଇଁ ହସ୍ପିଟାଲର ଆବଶ୍ୟକ କମ ପଡ଼ୁଛି । ଆଇସିୟୁ, ବେଡ଼, ଭେଣ୍ଟିଲେଟର ବିଶେଷ ଆବଶ୍ୟକତା ରହୁନି । ଛତିଶଗଡ଼ ସୀମା ବର୍ତ୍ତି ଜିଲ୍ଲାର ଲୋକମାନେ ଯାତାୟାତ ଅଧିକ କରୁଥିବାରୁ ସଂକ୍ରମିତଙ୍କ ସଂଖ୍ୟା ଅଧିକ ବଢ଼ୁଛି । ତେଣୁ ସମସ୍ତଙ୍କୁ ସଜାଗ ରହିବାକୁ ପଡ଼ିବ । ମୁଖ୍ୟମନ୍ତ୍ରୀ ଗତକାଲି ସମୀକ୍ଷା କରିଛନ୍ତି । ଯାହା ନିର୍ଦେଶ ଦେଇଛନ୍ତି ତାକୁ ଆମକୁ ମାନିବାକୁ ପଡିବ ବୋଲି କହିଛନ୍ତି ଡ଼ିଏମଇଟି ସିବିକେ ମହାନ୍ତି ।












Click it and Unblock the Notifications