ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ହେଲେ ନିକୁଞ୍ଜ ଧଳ
ଭୁବନେଶ୍ଵର: ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତ ହେଲେ ନିକୁଞ୍ଜ ବିହାରୀ ଧଳ। ବରିଷ୍ଠ ପ୍ରଶାସକ ନିକୁଞ୍ଜ ବିହାରୀ ଧଳ ମୁଖ୍ୟମନ୍ତ୍ରୀଙ୍କ ଅତିରିକ୍ତ ମୁଖ୍ୟ ଶାସନ ସଚିବ ଭାବେ ନିଯୁକ୍ତି ପାଇଛନ୍ତି ।

ସେ ବର୍ତ୍ତମାନ ଓଡ଼ିଶାର ମୁଖ୍ୟ ନିର୍ବାଚନ ଅଧିକାରୀ ଭାବେ କାର୍ଯ୍ୟରତ ଅଛନ୍ତି।












Click it and Unblock the Notifications