ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC

ଆସନ୍ତା ୩୧ ତାରିଖରେ ଘୋଷଣା ହେବ ଆଉ ୯ ନୂଆ NAC । ସୂଚନା ଦେଲେ ନଗର ଉନ୍ନୟନ ମନ୍ତ୍ରୀ କୃଷ୍ଣଚନ୍ଦ୍ର ମହାପାତ୍ର । ଗତ ୧୭ ତାରିଖରେ ୧୨ଟି NAC ଘୋଷଣା ହୋଇଥିଲା ।

ଅନ୍ୟ ଯେଉଁ ଜିଲ୍ଲାରେ NAC ପାଇଁ ଦାବି ହେଉଛି, ସରକାର ବିଚାର କରୁଛନ୍ତି । ସେଠିକାର ଜନସଂଖ୍ୟା, ଅନ୍ୟାନ୍ୟ ମାପକଠି ନେଇ ସରକାର ବିଚାର କରୁଛନ୍ତି । ନଗର ଉନ୍ନୟନ ବିଭାଗ ଡ୍ରାଫ୍ଟ ନୋଟିସ କରି CMOକୁ ପଠାଇବ । ମୁଖ୍ୟମନ୍ତ୍ରୀଙ୍କ କାର୍ଯ୍ୟାଳୟ ଅନୁମୋଦନ କରିବା ଦରକାର।

Nine more NACs will be announced on the 31st august
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+