Get Updates
Get notified of breaking news, exclusive insights, and must-see stories!

ସଫଳ ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀଙ୍କୁ ପ୍ରସଂଶା କଲେ ନିରଞ୍ଜନ

ରାଜ୍ୟରେ ସଫଳ ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଟିକାକରଣ ସଫଳତାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିରଞ୍ଜନ ।

ଭୁବନେଶ୍ୱର: ରାଜ୍ୟରେ ସଫଳ ଟିକାକରଣ ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଚିଠି ଲେଖିଛନ୍ତି ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକ । ଟିକାକରଣ ସଫଳତାକୁ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଧନ୍ୟବାଦ ଜଣାଇଛନ୍ତି ନିରଞ୍ଜନ । ଉଲ୍ଲେଖଥାଉ କି, ରାଜଧାନୀ ଭୁବନେଶ୍ବର ସମେତ ରାଜ୍ୟର ସମସ୍ତ ଜିଲ୍ଲାରେ ଆରମ୍ଭ ହୋଇଛି କୋଭିଡ ଟିକାରକରଣ ।

Niranjan Patnaik

ସେହିପରି ରାଜ୍ୟର ସମସ୍ତ ବିପିଏଲ ଧାରୀ ଓ ବରିଷ୍ଠ ନାଗରିକଙ୍କୁ ମାଗଣାରେ କୋଭିଡ୍ ଟିକା ଯୋଗାଇ ଦେବାକୁ ନିରଞ୍ଜନ ଅନୁରୋଧ କରିଛନ୍ତି । ମାଗଣା ଟିକା ଦେଲେ ରାଜ୍ୟବାସୀ ଉପକୃତ ହେବେ ବୋଲି ନିରଞ୍ଜନ ଚିଠିରେ ଉଲ୍ଲେଖ କରିଛନ୍ତି ।

ଶନିବାର ରାଜ୍ୟର ୧୬୧ଟି ଟିକାକରଣ କେନ୍ଦ୍ରରେ ଭ୍ୟାକ୍ସିନ୍ ଦିଆଯାଇଥିଲା । ପ୍ରଥମ ଦିନରେ ୧୬ ହଜାର ୪୦୫ ଜଣଙ୍କୁ ଟିକା ଦେବାକୁ ଲକ୍ଷ୍ୟ ରଖା ଯାଇଥିବା ବେଳେ ୧୩ ହଜାର ୯୮୦ ଜଣଙ୍କୁ ଦିଆଯାଇଥିଲା । ଏହିଭଳି ଭାବେ ରାଜ୍ୟରେ ପ୍ରଥମ ଦିନରେ ଲକ୍ଷ୍ୟର ୮୫ ପ୍ରତିଶତ ଟିକାକରଣ ହୋଇଥିଲା ।

More From
Prev
Next
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+