ନିଶା ମହାରଣାଙ୍କୁ ଆସ୍ୱସ୍ତି, ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ହାଇକୋର୍ଟରୁ ଆଗୁଆ ଜାମିନ

ଆଇଟମ ଗାର୍ଲ ନିଶା ମହାରଣାଙ୍କୁ ଆସ୍ୱସ୍ତି । ଯାତ୍ରା ମଞ୍ଚରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନ ଘଟଣାରେ ନିଶା ମହାରଣାଙ୍କୁ ଓଡିଶା ହାଇକୋର୍ଟ ଆଗୁଆ ଜାମିନ ମଞ୍ଜୁର କରିଛନ୍ତି । ହାଇକୋର୍ଟରୁ ସର୍ତ୍ତମୂଳକ ଆଗୁଆ ଜାମିନ ମିଳିବା ପରେ ନିଶା ଯାତ୍ରା ମଞ୍ଚରେ ନୃତ୍ୟ ପରିବେଷଣ କରିବାର ଆଶା ଉଜ୍ଜ୍ୱଳ ହୋଇ।ବାଲାଙ୍ଗୀରରେ ଅଶ୍ଳୀଳ ନୃତ୍ୟ ପ୍ରଦର୍ଶନକୁ ନେଇ ରୁଜ୍ଜୁ ହୋଇଥିଲା ମାମଲା ।

Nisha Maharana

ବଲାଙ୍ଗୀର ପୋଲିସ ନିଜ ଆଡୁ ମାମଲା ରୁଜୁ କରି ଦୁଇ ଆୟୋଜକଙ୍କୁ ଗିରଫ କରିଥିଲା । ଗିରଫ ଭୟରେ ଆଗୁଆ ଜାମିନ ଆବେଦନ କରିଥିଲେ ନିଶା ମହାରଣା । ୨୦ ହଜାର ଟଙ୍କାର ଜଣେ ଜାମିନଦାର ବଦଳରେ ନିଶାଙ୍କୁ ସର୍ତ୍ତମୂଳକ ଜାମିନ ପ୍ରଦାନ କରିଛନ୍ତି ହାଇକୋର୍ଟ । ଏହା ସହିତ ନିଶା ମହାରଣା ବଲାଙ୍ଗୀର କୋର୍ଟରେ ହାଜର ଜାମିନ ଯିବେ ବୋଲି ନିର୍ଦ୍ଦେଶ ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+