ଶ୍ରୀଲିଙ୍ଗରାଜ ମନ୍ଦିରରେ ବିଭ୍ରାଟକୁ ନେଇ ନୀତିକାନ୍ତି ବନ୍ଦ

ଶ୍ରୀଲିଙ୍ଗରାଜ ମନ୍ଦିରରେ ବିଭ୍ରାଟକୁ ନେଇ ନୀତିକାନ୍ତି ବନ୍ଦ ରହିଛି । ବିନା ମଙ୍ଗଳ ଆଳତୀରେ ସାହାଣ ମେଲା ଦର୍ଶନକୁ ନେଇ ବିବାଦ ଦେଖାଦେଇଛି । କେଦାରଗୌରୀ ମନ୍ଦିରରେ ସରିନି ଦିଅଁଙ୍କ ବିବାହ । ବଡୁ ସେବାୟତ ମନ୍ଦିର ଖୋଲି ଭକ୍ତଙ୍କୁ ସାହାଣ ମେଲା ଦର୍ଶନ କରାଇଛନ୍ତି । ଏନେଇ ବନ୍ଦ ରହିଛି ନୀତିକାନ୍ତି । ସେବାୟତ , ନିଯୋଗଙ୍କ ମଧ୍ୟରେ ଅସନ୍ତୋଷ ଦେଖାଦେଇଛି । ଗତକାଲି ମଧ୍ୟରାତ୍ରୀରେ ମହାପ୍ରଭୁ ଶ୍ରୀ ଲିଙ୍ଗରାଜ ଓ ମା ପାର୍ବତୀଙ୍କ ବିବାହ ଅନୁଷ୍ଠିତ ହୋଇଥିଲା। ବର ବେଶରେ ସଜେଇ ହୋଇ ବିରାଟ ଶୋଭାଯାତ୍ରାରେ ଲିଙ୍ଗରାଜ ମହାପ୍ରଭୁ ମା' ପାର୍ବତୀଙ୍କ କେଦାର ଗୌରୀ ମନ୍ଦିରରେ ପହଞ୍ଚିଥିଲେ ।

Nitikanti closed over disruption at Srilingaraj temple
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+