ଆଜି ଓଡ଼ିଶା ଆସୁଛନ୍ତି ନୀତିନ ଗଡ଼କରୀ
ଆଜି ଦିନିକିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ନୀତିନ ଗଡ଼କରୀ । ଏହି ସମୟରେ ସେ ଓଡ଼ିଶାକୁ ୪ ହଜାର କୋଟିରୁ ଅଧିକ ଟଙ୍କାର ପ୍ରକଳ୍ପ ଭେଟିଦେବେ । ଆଜି ଅପରାହ୍ଣରେ ଭୁବନେଶ୍ୱର ବରମୁଣ୍ଡା ପଡ଼ିଆରେ ଆୟୋଜନ ହେବାକୁ ଥିବା କାର୍ଯ୍ୟକ୍ରମରେ ଯୋଗ ଦେଇ ନୀତିନ ଗଡ଼କରୀ ୧୯ଟି ପ୍ରକଳ୍ପର ଶିଳାନ୍ୟାସ ଓ ଲୋକର୍ପଣ କରିବାର କାର୍ଯ୍ୟକ୍ରମ ରହିଛି ।













Click it and Unblock the Notifications