ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର: ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ
ଆଜିଠୁ ବିହାରରେ ପୁଣି ନୀତୀଶ ଯୁଗ। ଦଶମ ଥର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେଲେ ନୀତୀଶ କୁମାର । ପଦ ଓ ଗୋପନୀୟତାର ଶପଥ ପାଠ କରାଇଲେ ରାଜ୍ୟପାଳ । ପାଟନା ଗାନ୍ଧୀ ମୈଦାନରେ ଭବ୍ୟ ଶପଥ ଗ୍ରହଣ ସମାରୋହ ।
ସମାରୋହରେ ପ୍ରଧାନମନ୍ତ୍ରୀ ମୋଦି, କେନ୍ଦ୍ର ଗୃହମନ୍ତ୍ରୀ ଅମିତ୍ ଶାହ ଉପସ୍ଥିତ । ବିଜେପି ଶାସିତ ରାଜ୍ୟର ମୁଖ୍ୟମନ୍ତ୍ରୀ ଓ ଉପମୁଖ୍ୟମନ୍ତ୍ରୀ ଉପସ୍ଥିତ ।













Click it and Unblock the Notifications