କଂଗ୍ରେସ ଭବନରେ ନାଣ୍ଡୁ ବାବୁଙ୍କୁ ନୋ-ଏଣ୍ଟ୍ରି
କଂଗ୍ରେସ ଭବନ ବାହାରେ ହାଇଡ୍ରାମାକୁ ନେଇ ପିସିସି ସଭାପତି ସ୍ପଷ୍ଟମତ ରଖିଛନ୍ତି। ସେ ଖୋଲାଖୋଲି ଭାବରେ କହିଛନ୍ତି ଯେ, ନାଣ୍ଡୁ ଧଳ ଜଣେ ଆପରାଧିକ ଚରିତ୍ରର ବ୍ୟକ୍ତି। ସେ କଂଗ୍ରେସର ସଦସ୍ୟ ହୋଇପାରିବେ ନାହିଁ।

ସଦସ୍ୟତା ମଗା ଯାଏ, ଛଡ଼ାଇକି ନିଆଯାଏ ନାହିଁ। ରାହୁଲ ଗାନ୍ଧୀଙ୍କ ପାଖକୁ ଯଦି ଯାଇପାରିବେ ଯାଆନ୍ତୁ। ମୁଁ କଂଗ୍ରେସ ଅଧ୍ୟକ୍ଷ ଭାବେ କହୁଛି, ତାଙ୍କୁ ଦଳରେ ଗ୍ରହଣ କରାଯିବନି।












Click it and Unblock the Notifications