ଜଗାକୁ ଦେଖିବା ଲାଗି ଆଉ ଲୋଡା ନାହିଁ କୋଭିଡ ନେଗେଟିଭ ରିପୋର୍ଟ
ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏନେଇ ଆଜି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।
ପୁରୀ: ହଟିଲା କଟକଣା । ଏବେ ନିଜ ପ୍ରିୟର ଠାକୁରକୁ ଦେଖି ପାରିବେ ସମସ୍ତ ଭକ୍ତ । ଏଣିକି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ଆଉ ଆବଶ୍ୟକ ନାହିଁ କୋଭିଡ ନେଗେଟିଭ୍ ରିପୋର୍ଟ । ଆସନ୍ତା ୨୧ରୁ ଆଉ ଦରକାର ହେବନି କୋଭିଡ ନେଗେଟିଭ ରିପୋର୍ଟ । ଏନେଇ ଆଜି ସମୀକ୍ଷା ବୈଠକ ପରେ ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ କ୍ରିଷନ କୁମାର।
ସମୀକ୍ଷା ବୈଠକରେ ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ନୀତି ନିୟମ ନିର୍ଦ୍ଧାରଣ ହୋଇଛି। ବୟସ୍କ ବ୍ୟକ୍ତିଙ୍କ ଦର୍ଶନ ପାଇଁ ଧାଡି ବ୍ୟବସ୍ଥା କରାଯିବ। ଏବେ ଦର୍ଶନ ପାଇଁ କୋଭିଡ ନେଗେଟିଭ ରିପୋର୍ଟ ଦରକାର ପଡୁଥିବା ବେଳେ ଜାନୁଆରୁ ୨୧ରୁ ଏହି ରିପୋର୍ଟ ଆଉ ଦରକାର ପଡିବ ନାହିଁ। ଏଥିସହ ସାକଳ ୭ରୁ ସାଧାରଣ ଭକ୍ତଙ୍କ ପାଇଁ ଦର୍ଶନ ବ୍ୟବସ୍ଥା ରହିବ । ଦୈନିକ ୩୦ ହଜାର ଭକ୍ତିଙ୍କୁ ଦର୍ଶନ ଅନୁମତି ମିଳିବ।

ସେହିଭଳି ବୈଠକ ପରେ ପୁରୀ ଜିଲ୍ଲାପାଳ ସମର୍ଥ ବର୍ମା କହିଛନ୍ତି, ରବିବାର ଦିନ ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ। ମନ୍ଦିର ସାନିଟାଇଜ କରିବାକୁ ଦର୍ଶନ ବନ୍ଦ ରଖିବାକୁ ନିଷ୍ପତ୍ତି ହୋଇଛି । ୨୧ ତାରିଖ ପରଠାରୁ ନୂତନ ସମୟରେ ଦର୍ଶନ ବ୍ୟବସ୍ଥା କରାଯିବ। ସକାଳ ୬ଟା ପରେ ଓ ୭ଟା ମଧ୍ୟରେ କେବଳ ପୁରିବାସୀ ଦର୍ଶନର ସ୍ୱତନ୍ତ୍ର ବ୍ୟବସ୍ଥା । ସକାଳ ୭ଟା ପରେ ସାଧାରଣ ଦର୍ଶନ ବ୍ୟବସ୍ଥା କରାଯିବ।
ତେବେ 65000 ଭକ୍ତ ପରୀକ୍ଷାମୂଳକ ବ୍ୟବସ୍ଥା ସମୟରେ ଦର୍ଶନ କରିଛନ୍ତି। 25000 ଭକ୍ତ 3 ତାରିଖ ପରଠାରୁ ସାଧାରଣ ବ୍ୟବସ୍ଥାରେ ଦର୍ଶନ କରିଛନ୍ତି।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications