ଆଉ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି, ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା
ଏଣିକି ହ୍ବାଟ୍ସ ଆପ୍ରେ ମିଳିବ ରାଜସ୍ୱ ସେବା । ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ବଡ଼ ସୂଚନା । ୨୪ ଘଣ୍ଟିଆ ସେବା ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନିଯୋଗାଇବ ରାଜସ୍ୱ ବିଭାଗ । ଜମିଜମା ବାବଦର ସମସ୍ତ ଅଭିଯୋଗ ଓ ଆବେଦନ ଗ୍ରହଣ କରାଯିବ । ସମୟ ସୀମା ମଧ୍ୟରେ ସମସ୍ୟାର ସମାଧାନ କରାଯିବ । ଦୁର୍ନୀତି ବନ୍ଦ ସହ ବାରମ୍ବାର ତହସିଲ ଅଫିସକୁ ଦୌଡ଼ିବାକୁ ପଡ଼ିବନି। ଦୁର୍ନୀତି ଅଭିଯୋଗ ଆସିଲେ ସଂପୃକ୍ତ ଅଧିକାରୀଙ୍କ ଉପରେ କଡ଼ା ଆକ୍ସନ।
କାମ ନହେଲେ ରାଜସ୍ୱ ମନ୍ତ୍ରୀଙ୍କୁ ହ୍ବାଟ୍ସ ଆପ୍ରେ ଅଭିଯୋଗ କରିପାରିବେ । ଆସନ୍ତାକାଲି ହ୍ବାଟ୍ସ ଆପ୍ ସେବାକୁ ମୁଖ୍ୟମନ୍ତ୍ରୀ ଉନ୍ମୋଚନ କରିବେ ।













Click it and Unblock the Notifications