Get Updates
Get notified of breaking news, exclusive insights, and must-see stories!

ଆଇନ ମନ୍ତ୍ରୀଙ୍କ ବଡ଼ ବୟାନ, ଓଡ଼ିଶାରେ ଅଶ୍ଳୀଳ ନୃତ୍ୟ.....

ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । କାର୍ଯ୍ୟାନୁଷ୍ଠାନ ନେବା ପାଇଁ ଉତ୍ତର ରଖିଛନ୍ତି ଆଇନ ମନ୍ତ୍ରୀ । ଯାତ୍ରାରେ ଅଶ୍ଳୀଳ ନୃତ୍ୟ ପ୍ରସଙ୍ଗରେ ବଡ ବୟାନ ରଖିଛନ୍ତି ଆଇନ ମନ୍ତ୍ରୀ ପୃଥ୍ୱୀରାଜ ହରିଚନ୍ଦନ । ଛତିଶଗଡ ପରି ଓଡ଼ିଶାରେ ମଧ୍ୟ କାର୍ଯ୍ୟନୁଷ୍ଠାନ ହୋଇପାରେ ବୋଲି ମନ୍ତ୍ରୀ କହିଛନ୍ତି।

prithviraj harichandan

ଆଇନ ମନ୍ତ୍ରୀ କହିଛନ୍ତି, ଓଡ଼ିଶାରେ ଅଶ୍ଳୀଳ ନୃତ୍ୟ ବିରୁଦ୍ଧରେ ଜନମତ ବି ସ୍ପଷ୍ଟ ଅଛି, ଯାତ୍ରାରେ ଅଶ୍ଳୀଳ ନୃତ୍ୟ ନହେଉ । ଏନେଇ ସଂସ୍କୃତି ବିଭାଗ ଏବଂ ରାଜ୍ୟ ସରକାର ଆୟୋଜକ ଏବଂ ଯାତ୍ରା ପାର୍ଟି ମାଲିକଙ୍କୁ ଜଣାଇଛନ୍ତି । ସେମାନେ ଅଶ୍ଳୀଳ ନୃତ୍ୟ ନ କରିବାକୁ ସେମାନଙ୍କୁ ଜଣାଯାଇଛି । ସେମାନେ ଯଦି ଅଶ୍ଳୀଳ ନୃତ୍ୟ କରିବେ ତାହେଲେ ପରିଣାମ ସାମ୍ନା କରିବାକୁ ହେବ ବୋଲି ମନ୍ତ୍ରୀ କହିଛନ୍ତି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+