ଏସଆଇଟି ଗଠନ କରି ତଦନ୍ତର ଆବଶ୍ୟକତା ନାହିଁ : ହାଇକୋର୍ଟ

ହାଇକୋର୍ଟରେ ଏଫ ଏମ କଲେଜ ପିଡ଼ିତା ମାମଲାର ଶୁଣାଣି । ବର୍ତ୍ତମାନ ପରିସ୍ଥିତିରେ ଏସଆଇଟି ଗଠନ କରି ତଦନ୍ତ କରିବାର ଆବଶ୍ୟକତା ନଥିବା କହିଲେ ହାଇକୋର୍ଟ। କ୍ରାଇମବ୍ରାଞ୍ଚ ସ୍ୱତନ୍ତ୍ର ଉଇଙ୍ଗର ତଦନ୍ତରେ ସନ୍ତୋଷ ବ୍ୟକ୍ତ କଲେ ହାଇକୋର୍ଟ । ମାମଲାରେ ପକ୍ଷଭୁକ୍ତ ଥିବା ଅନ୍ୟ ରାଜନୈତିକ ଦଳକୁ ନୋଟିସ ଜାରି । ଆଇନଜୀବୀ ଶିବଶଙ୍କର ମହାନ୍ତିଙ୍କ ପକ୍ଷରୁ ରୁଜ୍ଜୁ ହୋଇଛି ଏହି ମାମଲା ।

High Court

ରାଜ୍ୟ ସରକାରଙ୍କ ପକ୍ଷରୁ ପକ୍ଷ ରଖିଥିଲେ ଆଡଭୋକେଟ ଜେନେରାଲ ପିତାମ୍ବର ଆଚାର୍ଯ୍ୟ । ଘଟଣା ସମ୍ପର୍କରେ ଜାଣିବା କ୍ଷଣି ତୁରନ୍ତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି ସରକାର । ଏହି ଘଟଣାରେ କଠୋର କାର୍ଯ୍ୟାନୁଷ୍ଠାନ ପାଇଁ ସରକାର ବଦ୍ଧ ପରିକର । ଦୋଷୀଙ୍କୁ ଦୃଷ୍ଟାନ୍ତମୂଳକ ଶାସ୍ତି ଦିଆଯିବ । ହାଇକୋର୍ଟଙ୍କୁ ଅବଗତ କରିଛନ୍ତି ଆଡଭୋକେଟ ଜେନେରାଲ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+