ନାହିଁ ନିଜସ୍ୱ ଘର ଭଡ଼ା ଘରେ ଚାଲିଛି ୨୦୧୫୦ଟି ଅଙ୍ଗନଓ୍ୱାଡି କେନ୍ଦ୍ରର ନାହିଁ, ପ୍ରଭାତୀ ପରିଡ଼ା

ରାଜ୍ୟରେ ମୋଟ ୭୪୨୨୪ଟି ଅଙ୍ଗନଓ୍ୱାଡି କେନ୍ଦର ଅଛି । ସେଥିମଧ୍ୟରୁ ୨୦୧୫୦ଟି ଅଙ୍ଗନଓ୍ୱାଡି କେନ୍ଦ୍ରର ନିଜସ୍ୱ ଗୃହ ନାହିଁ । ୩୮୯୦ ଅଙ୍ଗନଓ୍ୱାଡି କେନ୍ଦ୍ର ଭଡ଼ା ଘରେ ଚାଲୁଛି ବୋଲି ବିଧାନସଭାରେ ଉତ୍ତର ରଖିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡ଼ା ।

Parvathy Parida

ସେହିପରି ମନ୍ତ୍ରୀ ଆହୁର ମଧ୍ୟ କହିଛନ୍ତି ଯେ, ରାଜ୍ୟରେ ୫୦ଟି ଅଙ୍ଗନଓ୍ୱାଡ଼ି କେନ୍ଦ୍ର ପାଇଁ ୧୨ ଲକ୍ଷ ହିସାବରେ ୬ କୋଟି ଟଙ୍କାର ମଞ୍ଜୁର ହୋଇଛି । ଗୋଟିଏର ଅଙ୍ଗନବାଡ଼ି କାର୍ଯ୍ୟ ଆରମ୍ଭ ହୋଇଛି। ଏ ସବୁ ଅଙ୍ଗନବାଡ଼ି କେନ୍ଦ୍ର ସହରାଞ୍ଚଳରେ ଉଦ୍ଦିଷ୍ଟ। ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ପାଇଁ ଜମି ଚିହ୍ନଟ ହୋଇସାରିଛି। ରାଜ୍ୟରେ ଏବେ ୩୮୯୦ଟି ଅଙ୍ଗନବାଡି କେନ୍ଦ୍ର ଭଡା ଘରେ ଚାଲୁଛି। ୧୦୪୬୯ଟି ଅଙ୍ଗନବାଡି କମ୍ୟୁନିଟି ସେଣ୍ଟରରେ ଚାଲିଛି। ବାକି ୪୫୭୪ଟି ଅଙ୍ଗନବାଡି କେନ୍ଦ୍ର ସ୍କୁଲ ଘରେ ଚାଲିଥିବା କହିଛନ୍ତି ଉପମୁଖ୍ୟମନ୍ତ୍ରୀ ପ୍ରଭାତୀ ପରିଡା।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+