ବନକଲାଗି ନୀତି ପାଇଁ ୬ ଘଣ୍ଟା ଶ୍ରୀଜିଉଙ୍କ ଦର୍ଶନ ବନ୍ଦ

ପୁରୀ: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଆଜି ବନକ ଲାଗି ନୀତି ଅନୁଷ୍ଠିତ ହେବ । ବନକ ଲାଗି ପାଇଁ ପ୍ରାୟ ୬ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ । ସଂଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ବନ୍ଦ ରହିବ ଦର୍ଶନ । ଦ୍ୱିତୀୟ ଭୋଗ ମଣ୍ଡପ ନୀତି ପରେ ହେବ ବନକଲାଗି ନୀତି । ବନକଲାଗି ହେଉଛି ମହାପ୍ରଭୁଙ୍କର ଏକ ଗୁପ୍ତ ନୀତି । ଏହି ନୀତି ପାଇଁ ଜୟ ବିଜୟ ଦ୍ୱାର ବନ୍ଦ ରହିବା ଦ୍ୱିପ୍ରହର ଧୂପ ସରିବା ପରେ ଦତ୍ତମହାପାତ୍ର ସେବକମାନେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରିବେ । ଏଥିପାଇଁ ଦତ୍ତମହାପାତ୍ର ସେବକ ପ୍ରାକୃତିକ ରଙ୍ଗ ପ୍ରସ୍ତତୁ କରିଥାନ୍ତି ।

shree mandir

ଦତ୍ତମହାପାତ୍ର ସେବକମାନେ କରିଥାନ୍ତି । ଦତ୍ତମହାପାତ୍ର ସେବକମାନେ ପ୍ରାକୃତିକ ପ୍ରଣାଳୀରେ ପ୍ରସ୍ତତୁ ପ୍ରସାଧାନରେ ଶ୍ରୀବିଗ୍ରହମାନଙ୍କ ଶ୍ରୀମୁଖକୁ ଶୃଙ୍ଗାର କରିବୋ ହିଙ୍ଗୁଳ, ହରିତାଳ, କସ୍ତରୀ, ନାଲି, ଧଳା ଓ କଳା ଭଳି ପାରମ୍ପରିକ ରଙ୍ଗରେ ମହାପ୍ରଭୁଙ୍କ ଶ୍ରୀମୁଖ ଶୃଙ୍ଗାର କରାଯିବା ଏହା ଏକ ଗୁପ୍ତ ସେବା ନୀତି ହୋଇଥିବାରୁ ଆଜି ସନ୍ଧ୍ୟା ୬ଟାରୁ ରାତି ୧୨ଟା ପର୍ଯ୍ୟନ୍ତ ସର୍ବସାଧାରଣ ଦର୍ଶନ ବନ୍ଦ ରହିବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+