ହଟିଲା ନିଲମ୍ବନ; କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ଆସିଲେ ସୁର ରାଉତରାୟ

ହଟିଲା ନିଲମ୍ବନ । ଫେରିଲେ ସୁର । କଂଗ୍ରେସ ଭବନରେ ମୁଣ୍ଡିଆ ମାରି ଭିତରକୁ ଆସିଲେ ସୁର ରାଉତରାୟ।

ସୁର ରାଉତରାୟଙ୍କ ଉପରୁ ନିଲମ୍ବନ ହଟାଇବା ପରେ ଘର ବାହୁଡ଼ା । ଘର ବାହୁଡ଼ା ବେଳେ ସୁରଙ୍କ ସହ ବଡ଼ପୁଅ ସିଦ୍ଧାର୍ଥ ରାଉତରାୟ ଉପସ୍ଥିତ ଥିଲେ। ୯ ମାସ ପରେ ଫେରିବାରୁ ଭାବବିହ୍ବଳ ହୋଇ କାନ୍ଦି ପକାଇଲେ ସୁର। କଂଗ୍ରେସ ଅଧ୍ୟକ୍ଷ ଓ ପିସିସି ସଭାପତିଙ୍କୁ ଧନ୍ୟବାଦ ଜଣାଇଲେ। ଯୁବ କଂଗ୍ରେସକୁ ବିଶେଷ ଧନ୍ୟବାଦ ଜଣାଇଲେ ସୁର ।

୯ ମାସ ବହୁତ ଯନ୍ତ୍ରଣାରେ ଥିଲି କହିଲେ ସୁର ରାଉତରାୟ। କିଛି କୁଚକ୍ରୀ ମୋତେ ଷଡ଼ଯନ୍ତ୍ର କରି ନିଲମ୍ବନ କରିଥିଲେ'
-ଆଜି ମୋ ମନ୍ଦିରକୁ ମୁଁ ଫେରିଲି, ବହୁତ ଖୁସି- ସୁର । ଆଉ କନ୍ଦଳ ରହିବନି, ମିଳିମିଶି ସଂଗଠନ ପାଇଁ କାମ କରିବୁ ବୋଲି କହେ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+