ସୂର୍ଯ୍ୟପରାଗ: ହେତୁବାଦୀ ଖାଇଲେ ଚିକେନ ବିରିୟାନୀ
ସୂର୍ଯ୍ୟପରାଗରେ ପାକ ନିଷେଧ ନିୟମ ରହିଥିବା ବେଳେ ଏହାକୁ ଅସ୍ୱୀକାର କରିଛନ୍ତି ହେତୁବାଦୀ । ଏହି ସମୟରେ ସେମାନେ ଚିକେନ୍ ବିରିୟାନୀ ରାନ୍ଧି ଖାଇଥିବା ଦେଖିବାକୁ ମିଳିଛି ।
ଭୁବନେଶ୍ୱର: ଆଜି (ମଙ୍ଗଳବାର) ଚଳିତ ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗିଛି । ଅପରାହ୍ନ ୪ଟା ୫୬ ମିନିଟ୍ ୫୨ ସେକେଣ୍ଡରେ ସୂର୍ଯ୍ୟରେ ଗ୍ରହଣ ସ୍ପର୍ଶ କରି ସନ୍ଧ୍ୟା ୬ଟା ୨୬ମିନିଟ ୫୨ ସେକେଣ୍ଡରେ ଗ୍ରହଣ ସର୍ବମୋକ୍ଷ ହେବ । ତେବେ ସୂର୍ଯ୍ୟପରାଗରେ ପାକ ନିଷେଧ ନିୟମ ରହିଥିବା ବେଳେ ଏହାକୁ ଅସ୍ୱୀକାର କରିଛନ୍ତି ହେତୁବାଦୀ । ଏହି ସମୟରେ ସେମାନେ ଚିକେନ୍ ବିରିୟାନୀ ରାନ୍ଧି ଖାଇଥିବା ଦେଖିବାକୁ ମିଳିଛି ।

ଭୁବନେଶ୍ୱରରେ ବିଭିନ୍ନ ସ୍ଥାନର ହେତୁବାଦୀ ଏକାଠି ହୋଇ ରୋଷେଇ କରି ଖାଇଛନ୍ତି । ସେମାନଙ୍କ ମତରେ ପରାଗ ସମୟରେ ପାକ ନିଷେଧର କୌଣସି ଆବଶ୍ୟକତା ନାହିଁ । ଏହା ପ୍ରତ୍ୟେକ ଦିନର ଘଟଣା । ସୂର୍ଯ୍ୟ କାଲି ଯେଉଁ କିରଣ ଦେଉଥିଲେ ଆଜି ସେଥିରେ କୌଣସି ବ୍ୟତିକ୍ରମ ହୋଇନାହିଁ । ବୈଜ୍ଞାନିକ ଦୃଷ୍ଟିକୋଣରୁ ଏହା କୌଣସି ସମସ୍ୟା ନୁହେଁ ବୋଲି ହେତୁବାଦୀ କହିଛନ୍ତି । ତେବେ ଭୁବନେଶ୍ୱରରେ ପରାଗ ଅପରାହ୍ନ ୪.୫୭ରେ ଆରମ୍ଭ ହୋଇ ୫ଟା ୧୬ ମିନିଟରେ ଶେଷ ହୋଇଛି । ରାଜଧାନୀରେ ସୂର୍ଯ୍ୟପରାଗ ମାତ୍ର ୨୦ ମିନିଟ୍ ପାଇଁ ଦେଖିବାକୁ ମିଳିଛି ।
-
ଆକାଶଛୁଆଁ ହେଲାଣି ପେଟ୍ରୋଲ-ଡିଜେଲ ଦାମ୍ -
ବର୍ଷିଲେ ରାଷ୍ଟ୍ରପତି, ଅସନ୍ତୋଷ ପରେ ମମତା ବାନାର୍ଜୀ ଦେଲେ ପ୍ରତିକ୍ରିୟା -
ମଧ୍ୟପ୍ରାଚ୍ୟରେ ମହା ଭୟଙ୍କର ଯୁଦ୍ଧ, ଇସ୍ରାଏଲର ମିସାଇଲ ମାଡ଼ରେ ଆମେରିକାର ୩୦ କୋଟି ଡଲାର ମୂଲ୍ୟର ଥଡ୍ ରେଡାର ସିଷ୍ଟମ ଧ୍ବଂସ -
କମିବ ତାପମାତ୍ରା, ଆଜିଠୁ ୩ ଦିନ ପ୍ରବଳ ବର୍ଷା -
ଆଜି ଟି-ଟ୍ୱେଣ୍ଟି ବିଶ୍ୱକପ ଫାଇନାଲ୍ ;ମୁହାଁମୁହିଁ ହେବେ ଶକ୍ତିଶାଳୀ ଭାରତ ଓ ନ୍ୟୁଜିଲାଣ୍ଡ -
ରାଷ୍ଟ୍ରପତିଙ୍କ ପ୍ରୋଟୋକଲ୍ରେ ତ୍ରୁଟି ଅଭିଯୋଗ; ପଶ୍ଚିମବଙ୍ଗ ମୁଖ୍ୟ ଶାସନ ସଚିବଙ୍କୁ ବିସ୍ତୃତ ରିପୋର୍ଟ ଦେବାକୁ କେନ୍ଦ୍ରର କଡ଼ା -
ବଦଳିଲା ବୁକିଂ ନିୟମ, ଏଣିକି ୨୧ ଦିନ ନ ହେଲେ ମିଳିବନି ନୂଆ ସିଲିଣ୍ଡର -
ଏପ୍ରିଲ୍ ୮ରେ ମହମ୍ମଦ ମୋକିମ୍ଙ୍କ ନୂଆ ଦଳ ଲଞ୍ଚ୍, ନାଁ ରହିବ ଓଡ଼ିଶା ଜନତା କଂଗ୍ରେସ -
ପ୍ରତିଦିନ ଖାଆନ୍ତୁ ଗଜାମୁଗ, ସ୍ୱାସ୍ଥ୍ୟରେ.... -
ଇସ୍ରାଏଲକୁ ୧୨ ହଜାର ବୋମା ବିକିବ ଆମେରିକା, ମିଳିଲା ମଞ୍ଜୁରୀ -
ଦକ୍ଷିଣ ଲେବାନନ୍ ଉପରେ ପୁନର୍ବାର ଆକ୍ରମଣ କଲା ଇସ୍ରାଏଲ, ଏପର୍ଯ୍ୟନ୍ତ ଯୁଦ୍ଧରେ ୧,୨୩୦ ଲୋକଙ୍କର ମୃତ୍ୟୁ -
ରାଷ୍ଟ୍ରପତି ଟ୍ରମ୍ପଙ୍କୁ ଚିଠି ଲେଖିଲେ କମଲ ହାସନ, "ନିଜ କାମରେ ଧ୍ୟାନ ଦିଅନ୍ତୁ"












Click it and Unblock the Notifications