ପ୍ରକାଶ ପାଇଲା ବିଜ୍ଞପ୍ତି,ଡିସେମ୍ବର ୧୫ ରେ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା

ଭୁବନେଶ୍ୱର: ୨୦୨୩ ଓଏଏସ୍‌ ପ୍ରିଲିମ୍‌ ପରୀକ୍ଷା ପାଇଁ ତାରିଖ ଘୋଷଣା । ଡିସେମ୍ବର ୧୫ ରେ ଓଏଏସ ପ୍ରିଲିମ୍‌ ପରୀକ୍ଷା ଅନୁଷ୍ଠିତ ହେବ। ଓଡ଼ିଶା ସିଭିଲ୍ ସର୍ଭିସ ପ୍ରିଲିମିନାରୀ ପରୀକ୍ଷା ନେଇ ଓପିଏସସିରୁ ବିଜ୍ଞପ୍ତି ପ୍ରକାଶ ପାଇଛି ।

Notification published OAS Prelims Exam on 15th DecembeR

ଓଡିଶା ଲୋକସେବା ଆୟୋଗ କରୁଛି ଏହି ପରୀକ୍ଷା। ପରୀକ୍ଷା ସମ୍ପର୍କରେ ସବିଶେଷ ତଥ୍ୟ ପାଇଁ ପରୀକ୍ଷାର୍ଥୀ http://opsc.gov.in ରେ ଲଗ ଅନ କରିବାକୁ ଓଡିଶା ଲୋକସେବା ଆୟୋଗ ପକ୍ଷରୁ ପରାମର୍ଶ ଦିଆଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+