Get Updates
Get notified of breaking news, exclusive insights, and must-see stories!

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି: ସୁରେଶ ପୂଜାରୀ

ଚଳିତ ମାସରେ ଆସିବ ପାର୍ଟ ପ୍ଲଟ୍ ବିକ୍ରି ନେଇ ବିଜ୍ଞପ୍ତି ।ଏନେଇ ରାଜସ୍ବ ମନ୍ତ୍ରୀ ସୁରେଶ ପୂଜାରୀଙ୍କ ସୂଚନା। ଚୂଡ଼ାନ୍ତ ପର୍ଯ୍ୟାୟରେ ପାର୍ଟ ପ୍ଲଟ୍ ବିକ୍ରି ଅନୁମତି ପ୍ରକ୍ରିୟା ପହଞ୍ଚିଛି । ପାର୍ଟ ପ୍ଲଟ୍ ବିଷୟ ନଗର ଉନ୍ନୟ ବିଭାଗ ପାଖରେ ରହିଛି । ଡ୍ରାଫ୍‌କୁ ଆହୁରି ଅଧ୍ୟୟନ କରୁଛି ରାଜସ୍ବ ବିଭାଗ ।ଏନେଇ ଅଂଶୀଦାରମାନଙ୍କ ସହ ଆଲୋଚନା ଚାଲିଛି । ଚଳିତ ମାସରେ ସାର୍ବଜନୀନ କରି ବିଜ୍ଞପ୍ତି ପ୍ରକାଶ ପାଇବ ।

Suresh Pujari
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+