ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରକାଶ ପାଇଲା ବିଜ୍ଞପ୍ତି

ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୂର୍ବରୁ ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇଥିଲା।

ଭୁବନେଶ୍ୱର: ପଦ୍ମପୁର ବିଧାନସଭା ଉପନିର୍ବାଚନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଉପଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ପକ୍ଷରୁ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇଥିବା ବେଳେ ପୂର୍ବରୁ ପଦ୍ମପୁର ଉପନିର୍ବାଚନ ପାଇଁ ବିଧିବଦ୍ଧ ଭାବେ ତାରିଖ ଘୋଷଣା ହୋଇଥିଲା।

Padmapur Bypoll

ନଭେମ୍ବର ୧୭ ନାମାଙ୍କନ ଦାଖଲର ଶେଷ ତାରିଖ ରହିଛି। ୧୮ରେ ଯାଞ୍ଚ ହେବ । ନଭେମ୍ବର ୨୧ ନାମାଙ୍କନ ପ୍ରତ୍ୟାହାରର ଶେଷ ତାରିଖ ରହିଛି। ଡିସେମ୍ବର ୫ରେ ଭୋଟିଂ ହେବ। ୮ ତାରିଖରେ ଗଣତି ହୋଇ ଫଳ ପ୍ରାକଶ ପାଇବ ବୋଲି ବିଜ୍ଞପ୍ତିରେ ଉଲ୍ଲେଖ ଅଛି।

ବିଜେଡି ବିଧାୟକ ବିଜୟ ରଂଜନ ସିଂ ବରିହାଙ୍କ ଦେହାନ୍ତ ପରେ ଏହି ଆସନରେ ଉପନିର୍ବାଚନ ହେଉଛି । ପଦ୍ମପୁର ଉପନିର୍ବାଚନ ପାଇଁ ପ୍ରାର୍ଥୀ କିଏ ହେବ ତିନି ଦଳ ଏ ପର୍ଯ୍ୟନ୍ତ ଘୋଷଣା କରିନାହାନ୍ତି। କିନ୍ତୁ ଉପର୍ନବାଚନ ଲଢ଼େଇ ପାଇଁ ରଣନୀତି ପ୍ରସ୍ତୁତ କରିବା ସହିତ ନେତାଙ୍କୁ ଦାୟିତ୍ବ ବାଣ୍ଟିସାରିଛନ୍ତି।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+