ଜୁନ୍ ୧ରେ ଓଡ଼ିଶାର ଚତୁର୍ଥ ପର୍ଯ୍ୟାୟ ମତଦାନ, ପ୍ରକାଶ ପାଇଲା ବିଜ୍ଞପ୍ତି

ଭୁବନେଶ୍ୱର:ରାଜ୍ୟରେ ୪ର୍ଥ ପର୍ଯ୍ୟାୟ ମତଦାନ ପାଇଁ ବିଜ୍ଞପ୍ତି ପ୍ରକାଶ ପାଇଛି । ଏହି ପର୍ଯ୍ୟାୟରେ ମୋଟ୍ ୬ ଲୋକସଭା ଆସନରେ ନିର୍ବାଚନ ହେବ । ଜୁନ୍ ୧ରେ ସକାଳ ୭ଟାରୁ ସନ୍ଧ୍ୟା ୬ଟା ଯାଏଁ ମତଦାନ ହେବ । ମୟୂରଭଞ୍ଜ. ବାଲେଶ୍ୱର, ଭଦ୍ରତ, ଯାଜପୁରରେ, କେନ୍ଦ୍ରପଡା ଏବଂ ଜଗତସିଂହପୁର ପାଇଁ ମତଦାନ ବିଜ୍ଞପ୍ତି ପ୍ରକାଶ ପାଇଲା ।

lok sabha election 2024

ବିଜ୍ଞପ୍ତି ପ୍ରକାଶ ପାଇବା ପରେ ଆଜିଠୁ ନାମାଙ୍କନ ଦାଖଲ ପ୍ରକ୍ରିୟା ଆରମ୍ଭ ହେବ । ଆଜିଠୁ ଆସନ୍ତା ୧୪ ତାରିଖ ପର୍ଯ୍ୟନ୍ତ ନାମାଙ୍କନ ଦାଖଲ ହୋଇପାରିବ । ୧୫ ତାରିଖରେ ନାମାଙ୍କନ ଯାଞ୍ଚ ହେବ ଏବଂ ୧୭ ତାରିଖରେ ନାମାଙ୍କନ ପ୍ରତ୍ୟାହାର କରାଯାଇପାରିବ । ସେହିପରି ମୋଟ୍ ୪୨ଟି ବିଧାନସଭା ନିର୍ବାଚନ ମଣ୍ତଳୀରେ ଜୁନ୍ ୧ ତାରିଖରେ ମତଦାନ ହେବ ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+