ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ ; ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ

ଏଣିକି ଅନଲାଇନରେ ବୁକ୍ ହେବ ଆମ୍ବୁଲାନ୍ସ । ଅନଲାଇନରେ ଆମ୍ବୁଲାନ୍ସ ବୁକିଂ କରିବେ ସାଧାରଣ ଲୋକ । ଏନେଇ ସୂଚନା ଜାରି କରିଛନ୍ତି ପରିବହନମନ୍ତ୍ରୀ ବିଭୂତି ଭୂଷଣ ଜେନାଙ୍କ ସୂଚନା । ଖୁବଶୀଘ୍ର ପ୍ରକ୍ରିୟା ଆରମ୍ଭ ହେବାକୁ ଯାଉଛି ।

ସେ କହିଛନ୍ତି ଯେ, ଓଡ଼ିଶା ଯାତ୍ରୀ ଆପ୍‌ରେ ଯୋଡ଼ି ହେବ ଆମ୍ବୁଲାନ୍ସ ସେବା । ପରିବହନ ବିଭାଗ ହାତରେ ରହିବ ସଂରକ୍ଷଣ ଦାୟିତ୍ୱ । କ୍ରୁଟ ସହାୟତାରେ ଏହାକୁ ଚଲାଯିବ । ଏହାର ରୋଡ୍ ଚାର୍ଟ ସରକାର ନିର୍ଦ୍ଧାରିତ କରିବେ। ସରକାରୀ ସହ ଘରୋଇ ଅମ୍ବୁଲାନ୍ସ ସେବା ପାଇବେ । ଲୋକଙ୍କୁ ଏହି ସୁବିଧା ଯୋଗାଇ ଦେବାକୁ ଖୁବଶୀଘ୍ର ପରିବହନ ବିଭାଗ ପ୍ରକ୍ରିୟା ଆରମ୍ଭ କରିବ ବୋଲି ମନ୍ତ୍ରୀ କହିଛନ୍ତି ।

Now ambulances will be booked online
Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+