ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ: ସୂର୍ଯ୍ୟବଂଶୀ ସୂରଜ

ଏଣିକି ଯୁକ୍ତ ଦୁଇ ପରେ ପଢିହେବ ବିଏଡ୍‌ ପାଠ୍ୟକ୍ରମ । ଗୁରୁବାର ଉଚ୍ଚଶିକ୍ଷା ମନ୍ତ୍ରୀ ସୂର୍ଯ୍ୟବଂଶୀ ସୂରଜ ଏନେଇ ସୂଚନା ଦେଇଛନ୍ତି । ମନ୍ତ୍ରୀ କହିଛନ୍ତି, ୮ଟି ବିଏଡ୍‌ କଲେଜ ଅର୍ଥାତ୍‌ ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ସହ ନିକଟସ୍ଥ ମହାବିଦ୍ୟାଳୟର ଚୁକ୍ତିପତ୍ର (ଏମ୍‌ଓୟୁ) ସାକ୍ଷର ହୋଇଛି ।

ରାଜ୍ୟରେ ଥିବା ୧୬ଟି ଶିକ୍ଷକ ଶିକ୍ଷଣ ଅନୁଷ୍ଠାନ ମଧ୍ୟରୁ ୮ଟି ସହ ଏମ୍‌ଓୟୁ ସାକ୍ଷର ହୋଇଛି। ଛାତ୍ରଛାତ୍ରୀଙ୍କ ସୁବିଧା ପାଇଁ ୫ ବର୍ଷ ବଦଳରେ ୪ ବର୍ଷର କୋର୍ସ ରହିବ।

Suryavanshi Suraj

ଏସବୁ ଶିକ୍ଷାନୁଷ୍ଠାନରେ ୪ ବର୍ଷର ନୂଆ ସମନ୍ବିତ ଶିକ୍ଷକ ଶିକ୍ଷା କାର୍ଯ୍ୟକ୍ରମ (ଆଇଟିଇପି) କୋର୍ସ ପଢାଯିବ । ଜାତୀୟ ଶିକ୍ଷାନୀତି ଲାଗୁ ହେବା ପରେ ଅନେକ ସୃଜନଶୀଳ କାର୍ଯ୍ୟକ୍ରମ ଉଚ୍ଚଶିକ୍ଷା ପକ୍ଷରୁ ନିଆଯାଉଛି। ଏସବୁ ମଧ୍ୟରେ ଆଇଟିଇପି (The Integrated Teacher Education Programme )ଗୋଟିଏ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+