ଏବେ ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ, ସବୁ ନଦୀ ବିପଦ ସଙ୍କେତ ତଳେ; ମୁଖ୍ୟଯନ୍ତ୍ରୀ
ତଳେ ପ୍ରରାଜ୍ୟର ସବୁ ନଦୀ ବିପଦ ସଙ୍କେତବାହିତ ହେଉଛି। ଏଣୁ ରାଜ୍ୟରେ ବନ୍ୟା ଆଶଙ୍କା ନାହିଁ। ଏନେଇ ଜଳସଂପଦ ବିଭାଗର ସର୍ବୋଚ୍ଚ ଯନ୍ତ୍ରୀ ଭକ୍ତ ମହାନ୍ତି ସୂଚନା ଦେଇଛନ୍ତି।

ସେ କହିଛନ୍ତି, ହୀରାକୁଦକୁ ୧.୩୦ ଲକ୍ଷ କ୍ୟୁସେକ ଜଳ ପ୍ରବେଶ କରୁଛି ଓ ୬୦ ହଜାର କ୍ୟୁସେକ ଜଳ ନିଷ୍କାସିତ ହେଉଛି। ବ୍ରାହ୍ମଣୀରେ ବନ୍ୟାଜଳ ହ୍ରାସ ପାଉଛି ଏବଂ ଗୋଟିଏ ଗେଟ୍ ଦେଇ ଜଳ ନିଷ୍କାସନ ହେଉଛି।
ସର୍ବୋଚ୍ଚ ଯନ୍ତ୍ରୀ ଆହୁରି କହିଛନ୍ତି, ଆସନ୍ତାକାଲି ଖଇରମାଳରେ ୨ ଲକ୍ଷରୁ ଅଢ଼େଇ ଲକ୍ଷ କ୍ୟୁସେକ ଜଳ ପ୍ରବାହିତ ହେବ।












Click it and Unblock the Notifications