ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣ

Nuakhai2022:ପଶ୍ଚିମ ଓଡିଶାର ଗଣପର୍ବ ନୂଆଖାଇ ପାଇଁ ଲଗ୍ନ ନିର୍ଦ୍ଧାରଣNuakhai Is The Harvest Festival Of Western Odisha

ସମ୍ବଲପୁର: ପଶ୍ଚିମ ଓଡ଼ିଶାର ଗଣପର୍ବ ନୂଆଖାଇ । ଆଜି ସମ୍ବଲପୁରରେ ଥିବା ବ୍ରହ୍ମପୁରା ମନ୍ଦିର ଟ୍ରଷ୍ଟ ବୋର୍ଡ ପକ୍ଷରୁ ଲଗ୍ନ ଧାର୍ଯ୍ଯ କରାଯାଇଛି । ଆସନ୍ତା ସେପ୍ଟେମ୍ୱର ମାସ ୧ ତାରିଖରେ ଭାଦ୍ରବ ଶୁକ୍ଳପକ୍ଷ ପଞ୍ଚମୀତିଥିରେ ଗୁରୁବାର ଦିନ ସକାଳ ୧୦:୫୬ ରୁ ୧୧ ଟା ମଧ୍ୟରେ ମା ସମଲେଶ୍ୱରୀଙ୍କ ପାଖରେ ନବାନ୍ନ ଲାଗି ହେବ । ଏହି ଲଗ୍ନ ଅନୁସାରେ ପଶ୍ଚମ ଓଡ଼ିଶା ବାସୀ ନୂଆ ଖାଇବେ ।

Nuakhai

ସମ୍ବଲପୁର ବ୍ରହ୍ମପୁରା ମନ୍ଦିର ପରିସରରେ ବ୍ରହ୍ମ ପଣ୍ଡିତ ମହାସଭା ବସି ଲଗ୍ନ ନିର୍ଦ୍ଧାରଣ କରିଛନ୍ତି। ମାଁ ସମଲେଶ୍ବରୀଙ୍କ ରାଶି ନକ୍ଷତ୍ର ଗଣନା କରି ଏହି ଲଗ୍ନ ନିର୍ଦ୍ଧାରଣ କରାଯାଇଥାଏ । ଲଗ୍ନ ଧାର୍ଯ୍ଯ ହେବା ପରେ ନୂଆଖାଇ ପାଇଁ ସମ୍ୱଲପୁରର ବିଭିନ୍ନ ଅଞ୍ଚଳ ଏବେ ଚଳଚଞ୍ଚଳ । ଏହି ଦିନ ନିଜ ଇଷ୍ଟଦେବୀଙ୍କ ପାଖରେ ନବାର୍ଣ୍ଣ ଭୋଗ ଲଗାଇବା ସହ ପରିବାରର ସମସ୍ତେ ଏକାଠି ବସି ନୂଆଖାଇବାର ପରମ୍ପରା ରହିଛି । ଏହିଦିନ ପରିବାର ପ୍ରତ୍ୟକ ସଦସ୍ୟ ଲୁହା ଲୁଗା ମଧ୍ୟ ପିନ୍ଧିବାର ମାନ୍ୟତା ରହିଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+