ନୂଆପଡ଼ା ଉପନିର୍ବାଚନ: ସଂନ୍ଧ୍ୟା ୫ଟା ସୁଦ୍ଧା ୭୫.୩୭% ଭୋଟିଂ

ନୂଆପଡ଼ା ଉପନିର୍ବାଚନ ପାଇଁ ଶାନ୍ତିଶୃଙ୍ଖଳାରେ ଭୋଟିଂ । ସଂନ୍ଧ୍ୟା ୫ଟା ସୁଦ୍ଧା ନୂଆପଡ଼ାରେ ୭୫.୩୭% ଭୋଟିଂ ।

Nuapada by-election 75 37 voting till 5 pm

ଅନ୍ୟପଟେ ୪୬ ନମ୍ବର ବୁଥର ପ୍ରିଜାଇଡିଂ ଅଫିସରଙ୍କୁ ନିଲମ୍ବିତ କରାଯାଇଛି । ନିର୍ବାଚନ ପ୍ରକ୍ରିୟାରେ ଗୋପନୀୟତା ଉଲ୍ଲଂଘନ କରିବା ଅଭିଯୋଗରେ ତାଙ୍କୁ ନିଲମ୍ବନ କରାଯାଇଥିବା ଜଣାପଡ଼ିଛି । ଆଇନଶୃଙ୍ଖଳା ପରିସ୍ଥିତି ନେଇ ଖବର ନାହିଁ । ତେବେ ଏହା ଭିତରେ ଏକ ବଡ଼ ଖବର ଆସିଛି ଯେ ଜଣେ ପ୍ରିଜାଇଡିଂ ଅଫିସରଙ୍କୁ ଜିଲ୍ଲାପାଳ ତଥା ଜିଲ୍ଲା ନିର୍ବାଚନ ଅଧିକାରୀ ନିଲମ୍ବନ କରିଛନ୍ତି l ନିଲମ୍ବନ କରିଛନ୍ତି । ଏନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ଆରଏସ୍‌ ଗୋପାଳନ ସୂଚନା ଦେଇଛନ୍ତି । ସେ କହିଛନ୍ତି ଯେ ୩୬ ନମ୍ବର ବୁଥରେ କାର୍ଯ୍ୟରତ ଧନଞ୍ଜୟ ମଲ୍ଲିକଙ୍କୁ ନିଲମ୍ବିତ କରାଯାଇଛି । ଭୋଟରଙ୍କୁ ସହାୟତା ନାଁରେ ନିଜେ ଭୋଟ ଦେଇଥିଲେ ପ୍ରିଜାଇଡିଂ ଅଫିସର। ସିସିଟିଭି ଫୁଟେଜ୍ ଆଧାରରେ ଏହି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି ।

Notifications
Settings
Clear Notifications
Notifications
Use the toggle to switch on notifications
  • Block for 8 hours
  • Block for 12 hours
  • Block for 24 hours
  • Don't block
Gender
Select your Gender
  • Male
  • Female
  • Others
Age
Select your Age Range
  • Under 18
  • 18 to 25
  • 26 to 35
  • 36 to 45
  • 45 to 55
  • 55+